Genesis 48:17 — Compare Translations
5 translations compared side by side
Odia - 1840
"ଯୋଷଫେ ଦେଖିଲେ, ତାଙ୍କର ପିତା ତାଙ୍କର ପୁତ୍ର ଇଫ୍ରଯିମଙ୍କ ମୁଣ୍ଡ ରେ ଦକ୍ଷିଣ ହସ୍ତ ରଖିଥିଲେ। ଏହା ଯୋଷଫଙ୍କେୁ ଖୁସି କରି ନଥିଲା। ଯୋଷଫେ ତାଙ୍କର ହସ୍ତକୁ ଧରି ଇଫ୍ରଯିମଙ୍କ ମୁଣ୍ଡରୁ ତାଙ୍କର ହାତ କାଢିଲେ ଏବଂ ସହେି ହସ୍ତକୁ ମନଃଶିର ମୁଣ୍ଡ ରେ ଥୋଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଇଫ୍ରୟିମର ମସ୍ତକରେ ପିତାଙ୍କର ଦକ୍ଷିଣ ହସ୍ତ ଦେଖି ଯୋଷେଫ ଅସନ୍ତୁଷ୍ଟ ହେଲେ; ଏହେତୁ ଇଫ୍ରୟିମର ମସ୍ତକରୁ ମନଃଶିର ମସ୍ତକରେ ତାହା ସ୍ଥାପନ କରିବାକୁ ପିତାଙ୍କର ହସ୍ତ ଉଠାଇ କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ ଦେଖିଲେ, ତାଙ୍କର ପିତା ତାଙ୍କର ପୁତ୍ର ଇଫ୍ରୟିମଙ୍କ ମୁଣ୍ଡରେ ଦକ୍ଷିଣ ହସ୍ତ ରଖିଥିଲେ। ଏହା ଯୋଷେଫଙ୍କୁ ଖୁସୀ କରି ନ ଥିଲା। ଯୋଷେଫ ତାଙ୍କର ହସ୍ତକୁ ଧରି ଇଫ୍ରୟିମଙ୍କ ମୁଣ୍ଡରୁ କାଢ଼ିଲେ ଏବଂ ସେହି ହସ୍ତକୁ ମନଃଶିର ମୁଣ୍ଡରେ ଥୋଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଇଫ୍ରୟିମର ମସ୍ତକରେ ପିତାଙ୍କର ଦକ୍ଷିଣ ହସ୍ତ ଦେଖି ଯୋଷେଫ ଅସନ୍ତୁଷ୍ଟ ହେଲେ; ଏହେତୁ ଇଫ୍ରୟିମର ମସ୍ତକରୁ ମନଃଶିର ମସ୍ତକରେ ତାହା ସ୍ଥାପନ କରିବାକୁ ପିତାଙ୍କର ହସ୍ତ ଉଠାଇ କହିଲେ,
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଇଫ୍ରୟିମର ମସ୍ତକରେ ପିତାଙ୍କର ଦକ୍ଷିଣ ହସ୍ତ ଦେଖି ଯୋଷେଫ ଅସନ୍ତୁଷ୍ଟ ହେଲେ; ଏହେତୁ ଇଫ୍ରୟିମର ମସ୍ତକରୁ ମନଃଶିର ମସ୍ତକରେ ତାହା ସ୍ଥାପନ କରିବାକୁ ପିତାଙ୍କର ହସ୍ତ ଉଠାଇ କହିଲେ,