Genesis 48:18 — Compare Translations

5 translations compared side by side

Odia - 1840
"ଯୋଷଫେ ତାଙ୍କର ପିତାଙ୍କୁ କହିଲେ, ଆପଣ ଆପଣଙ୍କର ଦକ୍ଷିଣ ହସ୍ତ ଭୁଲ ରେ ରଖି ଅଛନ୍ତି। ମନଃଶି ପ୍ରଥମଜାତ ସନ୍ତାନ। ଆପଣ ଆପଣଙ୍କର ଦକ୍ଷିଣ ହସ୍ତ ମନଃଶିର ମସ୍ତକରେ ରଖନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପିତଃ, ଏପରି ନୁହେଁ, ଏହି ଜଣ ଜ୍ୟେଷ୍ଠ, ଏହାର ମସ୍ତକରେ ଦକ୍ଷିଣ ହସ୍ତ ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ ତାଙ୍କର ପିତାଙ୍କୁ କହିଲେ, “ଆପଣ ଆପଣଙ୍କର ଦକ୍ଷିଣ ହସ୍ତ ଭୁଲରେ ରଖି ଅଛନ୍ତି। ମନଃଶି ପ୍ରଥମଜାତ ସନ୍ତାନ। ଆପଣ ଆପଣଙ୍କର ଦକ୍ଷିଣ ହସ୍ତ ମନଃଶିର ମସ୍ତକରେ ରଖନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ପିତଃ, ଏପରି ନୁହେଁ, ଏହି ଜଣ ଜ୍ୟେଷ୍ଠ, ଏହାର ମସ୍ତକରେ ଦକ୍ଷିଣ ହସ୍ତ ଦିଅ।”
Odia IRV 2017 (ଓଡିଆ ବାଇବେଲ)
“ପିତଃ, ଏପରି ନୁହେଁ, ଏହି ଜଣ ଜ୍ୟେଷ୍ଠ, ଏହାର ମସ୍ତକରେ ଦକ୍ଷିଣ ହସ୍ତ ଦିଅ।”