Genesis 48:19 — Compare Translations
5 translations compared side by side
Odia - 1840
"କିନ୍ତୁ ତାଙ୍କର ପିତା ଅସମ୍ମତ ହାଇେ କହିଲେ, ହେ ପୁତ୍ର, ମୁଁ ତାହା ଜାଣେ। ମୁଁ ମଧ୍ଯ ଜାଣେ ସେ ମଧ୍ଯ ଏକ ଗୋଷ୍ଠୀ ହବେ ଓ ସେ ମହାନ ହବେ। ମାତ୍ର ତୁମ୍ଭର କନିଷ୍ଠ ପୁତ୍ର ତା'ଠାରୁ ଅଧିକ ମହାନ ହବେ ଓ ତାହାର ବଂଶ ବହୁ ଗୋଷ୍ଠୀକ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତାଙ୍କର ପିତା ଅସମ୍ମତ ହୋଇ କହିଲେ, ହେ ପୁତ୍ର; ତାହା ମୁଁ ଜାଣେ, ମୁଁ ଜାଣେ; ସେ ମଧ୍ୟ ଏକ ଗୋଷ୍ଠୀ ହେବ ଓ ସେ ମଧ୍ୟ ମହାନ ହେବ; ମାତ୍ର ତାହାର କନିଷ୍ଠ ଭ୍ରାତା ତାହାଠାରୁ ଅଧିକ ମହାନ ହେବ ଓ ତାହାର ବଂଶ ବହୁଗୋଷ୍ଠୀକ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତାଙ୍କର ପିତା ଅସମ୍ମତ ହୋଇ କହିଲେ, “ହେ ପୁତ୍ର, ମୁଁ ତାହା ଜାଣେ। ମୁଁ ଜାଣେ ଯେ, ସେ ମଧ୍ୟ ଏକ ଗୋଷ୍ଠୀ ହେବ ଓ ସେ ମହାନ ହେବ। ମାତ୍ର ତୁମ୍ଭର କନିଷ୍ଠ ପୁତ୍ର ତା’ଠାରୁ ଅଧିକ ମହାନ ହେବ ଓ ତାହାର ବଂଶ ବହୁ ଗୋଷ୍ଠୀକ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତାଙ୍କର ପିତା ଅସମ୍ମତ ହୋଇ କହିଲେ, “ହେ ପୁତ୍ର; ତାହା ମୁଁ ଜାଣେ, ମୁଁ ଜାଣେ; ସେ ମଧ୍ୟ ଏକ ଗୋଷ୍ଠୀ ହେବ ଓ ସେ ମଧ୍ୟ ମହାନ ହେବ; ମାତ୍ର ତାହାର କନିଷ୍ଠ ଭ୍ରାତା ତାହାଠାରୁ ଅଧିକ ମହାନ ହେବ ଓ ତାହାର ବଂଶ ବହୁଗୋଷ୍ଠୀକ ହେବେ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତାଙ୍କର ପିତା ଅସମ୍ମତ ହୋଇ କହିଲେ, “ହେ ପୁତ୍ର; ତାହା ମୁଁ ଜାଣେ, ମୁଁ ଜାଣେ; ସେ ମଧ୍ୟ ଏକ ଗୋଷ୍ଠୀ ହେବ ଓ ସେ ମଧ୍ୟ ମହାନ ହେବ; ମାତ୍ର ତାହାର କନିଷ୍ଠ ଭ୍ରାତା ତାହାଠାରୁ ଅଧିକ ମହାନ ହେବ ଓ ତାହାର ବଂଶ ବହୁଗୋଷ୍ଠୀକ ହେବେ।”