Genesis 48:2 — Compare Translations
5 translations compared side by side
Odia - 1840
"ଯେତବେେଳେ ଯୋଷଫେ ସଠାେରେ ପହନ୍ଚିଲେ ସେତବେେଳେ କହେିଁ ଜଣେ ୟାକବକୁ କହିଲେ, ତୁମ୍ଭର ପୁତ୍ର ଯୋଷଫେ ତୁମ୍ଭକୁ ଦେଖିବାକୁ ଆସିଛନ୍ତି। ଇଶ୍ରାୟେଲ ବହୁତ ଦୁର୍ବଳ ହାଇେ ପଡ଼ିଥିଲେ। କିନ୍ତୁ ସେ ବହୁତ ଚେଷ୍ଟା କଲେ ଏବଂ ବିଛଣା ରେ ବସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ କେହି ଯାକୁବଙ୍କୁ କହିଲା, ଦେଖ, ତୁମ୍ଭ ପୁତ୍ର ଯୋଷେଫ ତୁମ୍ଭ ନିକଟକୁ ଆସିଅଛି; ତହିଁରେ ଇସ୍ରାଏଲ ଆପଣାକୁ ସବଳ କରି ଶଯ୍ୟାରେ ଉଠି ବସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଯୋଷେଫ ସେଠାରେ ପହଞ୍ଚିଲେ ସେତେବେଳେ କେହି ଜଣେ ଯାକୁବଙ୍କୁ କହିଲେ, “ତୁମ୍ଭର ପୁତ୍ର ଯୋଷେଫ ତୁମ୍ଭକୁ ଦେଖିବାକୁ ଆସିଛନ୍ତି।” ଇସ୍ରାଏଲ ବହୁତ ଦୁର୍ବଳ ହୋଇ ପଡ଼ିଥିଲେ। କିନ୍ତୁ ସେ ବହୁତ ଚେଷ୍ଟା କଲେ ଏବଂ ବିଛଣାରେ ବସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ କେହି ଯାକୁବଙ୍କୁ କହିଲା, “ଦେଖ, ତୁମ୍ଭ ପୁତ୍ର ଯୋଷେଫ ତୁମ୍ଭ ନିକଟକୁ ଆସିଅଛି,” ତହିଁରେ ଇସ୍ରାଏଲ ଆପଣାକୁ ସବଳ କରି ଶଯ୍ୟାରେ ଉଠି ବସିଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ କେହି ଯାକୁବଙ୍କୁ କହିଲା, “ଦେଖ, ତୁମ୍ଭ ପୁତ୍ର ଯୋଷେଫ ତୁମ୍ଭ ନିକଟକୁ ଆସିଅଛି,” ତହିଁରେ ଇସ୍ରାଏଲ ଆପଣାକୁ ସବଳ କରି ଶଯ୍ୟାରେ ଉଠି ବସିଲେ।