Genesis 48:20 — Compare Translations
5 translations compared side by side
Odia - 1840
"ତେଣୁ ଇଶ୍ରାୟେଲ ସେ ଉଭୟଙ୍କୁ ଆଶୀର୍ବାଦ କରି କହିଲେ, ଯେତବେେଳେ ଇଶ୍ରାୟେଲର ଲୋକମାନେ ଅନ୍ୟମାନଙ୍କୁ ଆଶୀର୍ବାଦ କରିବେ ସମାନେେ ତୁମ୍ଭର ନାମ ନବେେ। ସମାନେେ କହିବେ, ଇଫ୍ରଯିମ ଓ ମନଃଶି ପରି ପରମେଶ୍ବର ତୁମ୍ଭଙ୍କୁ କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଦିନ ସେ ସେମାନଙ୍କୁ ଆଶୀର୍ବାଦ କରି କହିଲେ, ଇସ୍ରାଏଲ ବଂଶ ଆଶୀର୍ବାଦ କରିବା ସମୟରେ ତୁମ୍ଭମାନଙ୍କ ନାମ ଧରି କହିବେ, ପରମେଶ୍ଵର ତୁମ୍ଭକୁ ଇଫ୍ରୟିମ ଓ ମନଃଶି ତୁଲ୍ୟ କରନ୍ତୁ । ଏହି ପ୍ରକାରେ ସେ ମନଃଶିଠାରୁ ଇଫ୍ରୟିମକୁ ଅଗ୍ରଗଣ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଇସ୍ରାଏଲ ସେ ଉଭୟଙ୍କୁ ଆଶୀର୍ବାଦ କରି କହିଲେ, “ଯେତେବେଳେ ଇସ୍ରାଏଲର ଲୋକମାନେ ଅନ୍ୟମାନଙ୍କୁ ଆଶୀର୍ବାଦ କରିବେ ସେମାନେ ତୁମ୍ଭର ନାମ ନେବେ। ସେମାନେ କହିବେ, ‘ଇଫ୍ରୟିମ ଓ ମନଃଶି ପରି ପରମେଶ୍ୱର ତୁମ୍ଭଙ୍କୁ କରନ୍ତୁ।’” ଏହି ପ୍ରକାରରେ ଇସ୍ରାଏଲ ମନଃଶିଠାରୁ ଇଫ୍ରୟିମଙ୍କୁ ମହାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନ ସେ ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ଇସ୍ରାଏଲ ବଂଶ ଆଶୀର୍ବାଦ କରିବା ସମୟରେ ତୁମ୍ଭମାନଙ୍କ ନାମ ଧରି କହିବେ, ‘ପରମେଶ୍ୱର ତୁମ୍ଭକୁ ଇଫ୍ରୟିମ ଓ ମନଃଶି ତୁଲ୍ୟ କରନ୍ତୁ।’” ଏହି ପ୍ରକାରେ ସେ ମନଃଶିଠାରୁ ଇଫ୍ରୟିମକୁ ଅଗ୍ରଗଣ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ଦିନ ସେ ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ଇସ୍ରାଏଲ ବଂଶ ଆଶୀର୍ବାଦ କରିବା ସମୟରେ ତୁମ୍ଭମାନଙ୍କ ନାମ ଧରି କହିବେ, ପରମେଶ୍ୱର ତୁମ୍ଭକୁ ଇଫ୍ରୟିମ ଓ ମନଃଶି ତୁଲ୍ୟ କରନ୍ତୁ।” ଏହି ପ୍ରକାରେ ସେ ମନଃଶିଠାରୁ ଇଫ୍ରୟିମକୁ ଅଗ୍ରଗଣ୍ୟ କଲେ।