Genesis 48:21 — Compare Translations

5 translations compared side by side

Odia - 1840
"ଏହାପରେ ଇଶ୍ରାୟେଲ ଯୋଷଫଙ୍କେୁ କହିଲେ, ମାରେ ମୃତ୍ଯୁ ସମୟ ପ୍ରାଯ ସନ୍ନିକଟ। ପରମେଶ୍ବର ତୁମ୍ଭକୁ ସଦଯ ହୁଅନ୍ତୁ। ସେ ତୁମ୍ଭକୁ ପୁନ୍ନର୍ବାର ତୁମ୍ଭର ପୂର୍ବପୁରୁଷଙ୍କ ଦେଶକୁ ନଇେ ଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଇସ୍ରାଏଲ ଯୋଷେଫଙ୍କୁ କହିଲେ, ଦେଖ, ମୁଁ ମରୁଅଛି; ମାତ୍ର ପରମେଶ୍ଵର ତୁମ୍ଭମାନଙ୍କ ସଙ୍ଗରେ ଥିବେ ଓ ତୁମ୍ଭମାନଙ୍କୁ ପୁନର୍ବାର ପୈତୃକ ଦେଶକୁ ନେଇଯିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ମୋର ମୃତ୍ୟୁ ସମୟ ପ୍ରାୟ ସନ୍ନିକଟ। ପରମେଶ୍ୱର ତୁମ୍ଭକୁ ସଦୟ ହୁଅନ୍ତୁ। ସେ ତୁମ୍ଭକୁ ପୁନର୍ବାର ତୁମ୍ଭର ପୂର୍ବପୁରୁଷଙ୍କ ଦେଶକୁ ନେଇ ଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଦେଖ, ମୁଁ ମରୁଅଛି; ମାତ୍ର ପରମେଶ୍ୱର ତୁମ୍ଭମାନଙ୍କ ସଙ୍ଗରେ ଥିବେ ଓ ତୁମ୍ଭମାନଙ୍କୁ ପୁନର୍ବାର ପୈତୃକ ଦେଶକୁ ନେଇଯିବେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଦେଖ, ମୁଁ ମରୁଅଛି; ମାତ୍ର ପରମେଶ୍ୱର ତୁମ୍ଭମାନଙ୍କ ସଙ୍ଗରେ ଥିବେ ଓ ତୁମ୍ଭମାନଙ୍କୁ ପୁନର୍ବାର ପୈତୃକ ଦେଶକୁ ନେଇଯିବେ।”