Genesis 48:22 — Compare Translations

5 translations compared side by side

Odia - 1840
"ମୁଁ ତୁମ୍ଭକୁ କିଛି ଦଲେି ଯାହା ତୁମ୍ଭ ଭାଇମାନଙ୍କୁ ଦଇନେଥିଲି, ମୁଁ ଆପଣା ଖଡ୍ଗ ଓ ଧନୁଦ୍ବାରା ଇମାରେୀୟମାନଙ୍କ ହସ୍ତରୁ ଯେଉଁ ଅଂଶ ପାଇଅଛି, ତୁମ୍ଭ ଭାତୃଗଣ ଅପେକ୍ଷା ସହେି ଅଧିକ ଅଂଶ ତୁମ୍ଭକୁ ଦଲେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଆପଣା ଖଡ଼୍‍ଗ ଓ ଧନୁଦ୍ଵାରା ଇମୋରୀୟମାନଙ୍କ ହସ୍ତରୁ ଯେଉଁ ଅଂଶ ପାଇଅଛି, ତୁମ୍ଭ ଭ୍ରାତୃଗଣ ଅପେକ୍ଷା ସେହି ଅଧିକ ଅଂଶ ତୁମ୍ଭକୁ ଦେଲି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ଯାହାକିଛି ଦେଲି ତୁମ୍ଭ ଭାଇମାନଙ୍କୁ ଦେଇ ନ ଥିଲି, ମୁଁ ଆପଣା ଖ‌‌‌‌ଡ଼୍‌‌‌‌ଗ ଓ ଧନୁ ଦ୍ୱାରା ଇମୋରୀୟମାନଙ୍କ ହସ୍ତରୁ ଯେଉଁ ଅଂଶ ପାଇଅଛି, ତୁମ୍ଭ ଭାତୃଗଣ ଅପେକ୍ଷା ସେହି ଅଧିକ ଅଂଶ ତୁମ୍ଭକୁ ଦେଲି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଆପଣା ଖଡ୍ଗ ଓ ଧନୁ ଦ୍ୱାରା ଇମୋରୀୟମାନଙ୍କ ହସ୍ତରୁ ଯେଉଁ ଅଂଶ ପାଇଅଛି, ତୁମ୍ଭ ଭ୍ରାତୃଗଣ ଅପେକ୍ଷା ସେହି ଅଧିକ ଅଂଶ ତୁମ୍ଭକୁ ଦେଲି।”
Odia IRV 2017 (ଓଡିଆ ବାଇବେଲ)
ମୁଁ ଆପଣା ଖଡ୍ଗ ଓ ଧନୁ ଦ୍ୱାରା ଇମୋରୀୟମାନଙ୍କ ହସ୍ତରୁ ଯେଉଁ ଅଂଶ ପାଇଅଛି, ତୁମ୍ଭ ଭ୍ରାତୃଗଣ ଅପେକ୍ଷା ସେହି ଅଧିକ ଅଂଶ ତୁମ୍ଭକୁ ଦେଲି।