Genesis 48:3 — Compare Translations

5 translations compared side by side

Odia - 1840
"ଏହାପରେ ଇଶ୍ରାୟେଲ ଯୋଷଫଙ୍କେୁ କହିଲେ, ସର୍ବଶକ୍ତିମାନ ପରମେଶ୍ବର କିଣାନ ଦେଶର ଲୃସ୍ ନାମକ ସ୍ଥାନ ରେ ମାେତେ ଦର୍ଶନ ଦେଲେ, ପରମେଶ୍ବର ସଠାେରେ ମାେତେ ଆଶୀର୍ବାଦ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯାକୁବ ଯୋଷେଫଙ୍କୁ କହିଲେ, କିଣାନ ଦେଶରେ ଲୁସ ନାମକ ସ୍ଥାନରେ ସର୍ବଶକ୍ତିମାନ ପରମେଶ୍ଵର ମୋତେ ଦର୍ଶନ ଦେଇ ଆଶୀର୍ବାଦ କରି ଏହା କହିଥିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ସର୍ବଶକ୍ତିମାନ ପରମେଶ୍ୱର କିଣାନ ଦେଶର ଲୁସ୍ ନାମକ ସ୍ଥାନରେ ମୋତେ ଦର୍ଶନ ଦେଲେ, ପରମେଶ୍ୱର ସେଠାରେ ମୋତେ ଆଶୀର୍ବାଦ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯାକୁବ ଯୋଷେଫଙ୍କୁ କହିଲେ, “କିଣାନ ଦେଶରେ ଲୂସ୍‍ ନାମକ ସ୍ଥାନରେ ସର୍ବଶକ୍ତିମାନ ପରମେଶ୍ୱର ମୋତେ ଦର୍ଶନ ଦେଇ ଆଶୀର୍ବାଦ କରି ଏହା କହିଥିଲେ,
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯାକୁବ ଯୋଷେଫଙ୍କୁ କହିଲେ, “କିଣାନ ଦେଶରେ ଲୂସ୍ ନାମକ ସ୍ଥାନରେ ସର୍ବଶକ୍ତିମାନ ପରମେଶ୍ୱର ମୋତେ ଦର୍ଶନ ଦେଇ ଆଶୀର୍ବାଦ କରି ଏହା କହିଥିଲେ,