Genesis 48:4 — Compare Translations

5 translations compared side by side

Odia - 1840
"ପରମେଶ୍ବର ମାେତେ କହିଲେ, ' ଦେଖ ମୁଁ ତୁମ୍ଭର ପରିବାରକୁ ବୃଦ୍ଧି କରିବି ଓ ତୁମ୍ଭଠାରୁ ନାନା ଜନସମାଜ ସୃଷ୍ଟି କରିବି। ତୁମ୍ଭର ବଂଶଧରକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଏହି ଦେଶ ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଆମ୍ଭେ ତୁମ୍ଭକୁ ପ୍ରଜାବ; ଓ ବହୁବଂଶ କରିବା ଓ ତୁମ୍ଭଠାରୁ ନାନା ଜନସମାଜ ଉତ୍ପନ୍ନ କରିବା, ପୁଣି ତୁମ୍ଭ ଭବିଷ୍ୟଦ୍ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଏହି ଦେଶ ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ମୋତେ କହିଲେ, ‘ଦେଖ, ମୁଁ ତୁମ୍ଭର ପରିବାରକୁ ବୃଦ୍ଧି କରିବି ଓ ତୁମ୍ଭଠାରୁ ନାନା ଜନସମାଜ ସୃଷ୍ଟି କରିବି। ତୁମ୍ଭର ବଂଶଧରକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଏହି ଦେଶ ଦେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
‘ଦେଖ, ଆମ୍ଭେ ତୁମ୍ଭକୁ ପ୍ରଜାବନ୍ତ ଓ ବହୁବଂଶ କରିବା ଓ ତୁମ୍ଭଠାରୁ ନାନା ଜନସମାଜ ଉତ୍ପନ୍ନ କରିବା, ପୁଣି, ତୁମ୍ଭ ଭବିଷ୍ୟଦ୍‍ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଏହି ଦେଶ ଦେବା।’
Odia IRV 2017 (ଓଡିଆ ବାଇବେଲ)
ଦେଖ, ଆମ୍ଭେ ତୁମ୍ଭକୁ ପ୍ରଜାବନ୍ତ ଓ ବହୁବଂଶ କରିବା ଓ ତୁମ୍ଭଠାରୁ ନାନା ଜନସମାଜ ଉତ୍ପନ୍ନ କରିବା, ପୁଣି, ତୁମ୍ଭ ଭବିଷ୍ୟଦ୍‍ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଏହି ଦେଶ ଦେବା।”