Genesis 48:5 — Compare Translations
5 translations compared side by side
Odia - 1840
"ଏବଂ ବର୍ତ୍ତମାନ ତୁମ୍ଭର ଦୁଇ ପୁତ୍ର ଅଛନ୍ତି। ଏହି ଦୁଇ ପୁତ୍ର ମିଶର ରେ ମାରେ ଆସିବା ପୂର୍ବରୁ ଜନ୍ମିଛନ୍ତି। ତୁମ୍ଭର ଦୁଇ ପୁତ୍ର ଇଫ୍ରଯିମ ଓ ମନଃଶି ମାେ ନିଜର ପୁତ୍ର ପରି। ସମାନେେ ରୂବନେ ଓ ସିମିଯୋନଙ୍କ ପରି ମାେ ପାଇଁ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ମିସର ଦେଶରେ ତୁମ୍ଭ ନିକଟକୁ ମୋହର ଆସିବା ପୂର୍ବେ ତୁମ୍ଭର ଯେଉଁ ଦୁଇ ପୁତ୍ର ମିସର ଦେଶରେ ଜନ୍ମିଥିଲେ, ସେମାନେ ମୋହର ହେବେ; ରୁବେନ୍ ଓ ଶିମୀୟୋନ୍ ତୁଲ୍ୟ ଇଫ୍ରୟିମ ଓ ମନଃଶି ମୋହର ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ବର୍ତ୍ତମାନ ତୁମ୍ଭର ଦୁଇ ପୁତ୍ର ଅଛନ୍ତି। ଏହି ଦୁଇ ପୁତ୍ର ମିଶରରେ ମୋର ଆସିବା ପୂର୍ବରୁ ଜନ୍ମିଛନ୍ତି। ତୁମ୍ଭର ଦୁଇ ପୁତ୍ର ଇଫ୍ରୟିମ ଓ ମନଃଶି ମୋ’ ନିଜର ପୁତ୍ର ପରି। ସେମାନେ ରୁବେନ୍ ଓ ଶିମିୟୋନଙ୍କ ପରି ମୋ’ ପାଇଁ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ମିସର ଦେଶରେ ତୁମ୍ଭ ନିକଟକୁ ମୋହର ଆସିବା ପୂର୍ବେ ତୁମ୍ଭର ଯେଉଁ ଦୁଇ ପୁତ୍ର ମିସର ଦେଶରେ ଜନ୍ମିଥିଲେ, ସେମାନେ ମୋହର ହେବେ; ରୁବେନ୍ ଓ ଶିମୀୟୋନ ତୁଲ୍ୟ ଇଫ୍ରୟିମ ଓ ମନଃଶି ମୋହର ହେବେ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ମିସର ଦେଶରେ ତୁମ୍ଭ ନିକଟକୁ ମୋହର ଆସିବା ପୂର୍ବେ ତୁମ୍ଭର ଯେଉଁ ଦୁଇ ପୁତ୍ର ମିସର ଦେଶରେ ଜନ୍ମିଥିଲେ, ସେମାନେ ମୋହର ହେବେ; ରୁବେନ୍ ଓ ଶିମୀୟୋନ ତୁଲ୍ୟ ଇଫ୍ରୟିମ ଓ ମନଃଶି ମୋହର ହେବେ।