Genesis 48:6 — Compare Translations
5 translations compared side by side
Odia - 1840
"ଏମାନଙ୍କ ପରେ ତୁମ୍ଭର ଯେଉଁ ସନ୍ତାନ ଜନ୍ମ ନବେେ। ସମାନେେ ତୁମ୍ଭର ହବେେଏବଂ ତାଙ୍କର ଭାଇମାନଙ୍କ ସହିତ ସମାନେେ ସମ୍ପତ୍ତି ପାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଏମାନଙ୍କ ଉତ୍ତାରେ ତୁମ୍ଭର ଯେଉଁ ସନ୍ତାନ ଜାତ ହେବେ, ସେମାନେ ତୁମ୍ଭର ହେବେ ଓ ଜ୍ୟେଷ୍ଠ ଭାଇମାନଙ୍କ ନାମରେ ଆପଣା ଅଧିକାରରେ ବିଖ୍ୟାତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏମାନଙ୍କ ପରେ ତୁମ୍ଭର ଯେଉଁ ସନ୍ତାନ ଜନ୍ମ ନେବେ। ସେମାନେ ତୁମ୍ଭର ହେବେ ଏବଂ ତାଙ୍କର ଭାଇମାନଙ୍କ ସହିତ ସେମାନେ ସମ୍ପତ୍ତି ପାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏମାନଙ୍କ ଉତ୍ତାରେ ତୁମ୍ଭର ଯେଉଁ ସନ୍ତାନ ଜାତ ହେବେ, ସେମାନେ ତୁମ୍ଭର ହେବେ ଓ ଜ୍ୟେଷ୍ଠ ଭାଇମାନଙ୍କ ନାମରେ ଆପଣା ଆପଣା ଅଧିକାରରେ ବିଖ୍ୟାତ ହେବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଏମାନଙ୍କ ଉତ୍ତାରେ ତୁମ୍ଭର ଯେଉଁ ସନ୍ତାନ ଜାତ ହେବେ, ସେମାନେ ତୁମ୍ଭର ହେବେ ଓ ଜ୍ୟେଷ୍ଠ ଭାଇମାନଙ୍କ ନାମରେ ଆପଣା ଆପଣା ଅଧିକାରରେ ବିଖ୍ୟାତ ହେବେ।