Genesis 48:7 — Compare Translations

5 translations compared side by side

Odia - 1840
"ପଦ୍ଦନ ଅରାମଠାରୁ କିଣାନ ଦେଶକୁ ମାରେଆଗମନ କାଳ ରେ ରାହେଲ, ଇଫ୍ରାତାର ରାସ୍ତା ରେ ମରିଗଲା। ସେଥି ନିମନ୍ତେ ମୁଁ ତାକୁ ଇଫ୍ରାଥା ରେ (ବୈଥିଲହମେ ରେ) କବର ଦଲେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପଦ୍ଦନ ଅରାମଠାରୁ କିଣାନ ଦେଶକୁ ମୋହର ଆଗମନ କାଳରେ ଇଫ୍ରାଥାରେ ପହଞ୍ଚିବା ନିମିତ୍ତ କିଛି ଦୂର ଥାଉ ଥାଉ ରାହେଲ ପଥ ମଧ୍ୟରେ ମୋʼ ନିକଟରେ ମଲା; ତହିଁରେ ମୁଁ ସେଠାରେ ଇଫ୍ରାଥାରେ, ଅର୍ଥାତ୍, ବେଥ୍ଲିହିମ୍ର ପଥପାର୍ଶ୍ଵରେ ତାକୁ କବର ଦେଲି ।
Odia Bible ERV 2004 (ପବିତ୍ର ବାଇବଲ)
ପଦ୍ଦନ୍ ଅରାମଠାରୁ କିଣାନ ଦେଶକୁ ମୋର ଆଗମନ କାଳରେ ରାହେଲ, ଇଫ୍ରାଥାର ରାସ୍ତାରେ ମରିଗଲା। ସେଥି ନିମନ୍ତେ ମୁଁ ତାକୁ ଇଫ୍ରାଥାରେ (ବୈ‌ଥ୍‌ଲେହମରେ) କବର ଦେଲି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପଦ୍ଦନ୍‍ ଅରାମଠାରୁ କିଣାନ ଦେଶକୁ ମୋହର ଆଗମନ କାଳରେ ଇଫ୍ରାଥାରେ ପହଞ୍ଚିବା ନିମିତ୍ତ କିଛି ଦୂର ଥାଉ ଥାଉ ରାହେଲ ପଥ ମଧ୍ୟରେ ମୋʼ ନିକଟରେ ମଲା; ତହିଁରେ ମୁଁ ସେଠାରେ ଇଫ୍ରାଥାରେ, ଅର୍ଥାତ୍‍, ବେଥଲିହିମର ପଥ ପାର୍ଶ୍ୱରେ ତାକୁ କବର ଦେଲି।”
Odia IRV 2017 (ଓଡିଆ ବାଇବେଲ)
ପଦ୍ଦନ୍ ଅରାମଠାରୁ କିଣାନ ଦେଶକୁ ମୋହର ଆଗମନ କାଳରେ ଇଫ୍ରାଥାରେ ପହଞ୍ଚିବା ନିମିତ୍ତ କିଛି ଦୂର ଥାଉ ଥାଉ ରାହେଲ ପଥ ମଧ୍ୟରେ ମୋ’ ନିକଟରେ ମଲା; ତହିଁରେ ମୁଁ ସେଠାରେ ଇଫ୍ରାଥାରେ, ଅର୍ଥାତ୍‍, ବେଥଲିହିମର ପଥପାର୍ଶ୍ୱରେ ତାକୁ କବର ଦେଲି।