Genesis 48:8 — Compare Translations

5 translations compared side by side

Odia - 1840
"ଏହାପରେ ଇଶ୍ରାୟେଲ ଯୋଷଫଙ୍କେର ପୁତ୍ରମାନଙ୍କୁ ଦେଖି ପଚାରିଲେ, ଏମାନେ କିଏ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଇସ୍ରାଏଲ ଯୋଷେଫଙ୍କର ପୁତ୍ରମାନଙ୍କୁ ଦେଖି ପଚାରିଲେ, ଏମାନେ କିଏ?
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଇସ୍ରାଏଲ ଯୋଷେଫଙ୍କର ପୁତ୍ରମାନଙ୍କୁ ଦେଖି ପଗ୍ଭରିଲେ, “ଏମାନେ କିଏ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଇସ୍ରାଏଲ ଯୋଷେଫଙ୍କର ପୁତ୍ରମାନଙ୍କୁ ଦେଖି ପଚାରିଲେ, “ଏମାନେ କିଏ?”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଇସ୍ରାଏଲ ଯୋଷେଫଙ୍କର ପୁତ୍ରମାନଙ୍କୁ ଦେଖି ପଚାରିଲେ, “ଏମାନେ କିଏ?”