Genesis 48:9 — Compare Translations

5 translations compared side by side

Odia - 1840
"ଯୋଷଫେ ଆପଣା ପିତାଙ୍କୁ କହିଲେ, ଏମାନେ ମାହେର ପୁତ୍ର, ପରମେଶ୍ବର ଏମାନଙ୍କୁ ଏହି ଦେଶ ରେ ମାେତେ ଦଇେଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯୋଷେଫ ପିତାଙ୍କୁ କହିଲେ, ଏମାନେ ମୋହର ପୁତ୍ର, ପରମେଶ୍ଵର ଏମାନଙ୍କୁ ଏହି ଦେଶରେ ମୋତେ ଦେଇଅଛନ୍ତି । ତେବେ ଇସ୍ରାଏଲ କହିଲେ, ବିନୟ କରୁଅଛି, ଏମାନଙ୍କୁ ମୋʼ ନିକଟକୁ ଆଣ, ମୁଁ ଏମାନଙ୍କୁ ଆଶୀର୍ବାଦ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ ଆପଣା ପିତାଙ୍କୁ କହିଲେ, “ଏମାନେ ମୋହର ପୁତ୍ର, ପରମେଶ୍ୱର ଏମାନଙ୍କୁ ଏହି ଦେଶରେ ମୋତେ ଦେଇଅଛନ୍ତି।” ତେବେ ଇସ୍ରାଏଲ କହିଲେ, “ବିନୟ କରୁଅଛି, ଏମାନଙ୍କୁ ମୋ’ ନିକଟକୁ ଆଣ। ମୁଁ ଏମାନଙ୍କୁ ଆଶୀର୍ବାଦ କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯୋଷେଫ ପିତାଙ୍କୁ କହିଲେ, “ଏମାନେ ମୋହର ପୁତ୍ର, ପରମେଶ୍ୱର ଏମାନଙ୍କୁ ଏହି ଦେଶରେ ମୋତେ ଦେଇଅଛନ୍ତି।” ତେବେ ଇସ୍ରାଏଲ କହିଲେ, “ବିନୟ କରୁଅଛି, ଏମାନଙ୍କୁ ମୋʼ ନିକଟକୁ ଆଣ, ମୁଁ ଏମାନଙ୍କୁ ଆଶୀର୍ବାଦ କରିବି।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯୋଷେଫ ପିତାଙ୍କୁ କହିଲେ, “ଏମାନେ ମୋହର ପୁତ୍ର, ପରମେଶ୍ୱର ଏମାନଙ୍କୁ ଏହି ଦେଶରେ ମୋତେ ଦେଇଅଛନ୍ତି।” ତେବେ ଇସ୍ରାଏଲ କହିଲେ, “ବିନୟ କରୁଅଛି, ଏମାନଙ୍କୁ ମୋ’ ନିକଟକୁ ଆଣ, ମୁଁ ଏମାନଙ୍କୁ ଆଶୀର୍ବାଦ କରିବି।”