Genesis 49:1 — Compare Translations
5 translations compared side by side
Odia - 1840
"ଏହାପରେ ଯାକୁବ ତାଙ୍କର ପୁତ୍ରମାନଙ୍କୁ ଆପଣା ନିକଟକୁ ଡ଼କାଇଲେ। ସେ କହିଲେ, ହେ ମାରେ ପୁତ୍ରଗଣ, ମାେ ନିକଟକୁ ଆସ। ଭବିଷ୍ଯତ କଥା ମୁଁ ତୁମ୍ଭକୁ କହିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯାକୁବ ଆପଣା ପୁତ୍ରମାନଙ୍କୁ ଡାକି କହିଲେ, ତୁମ୍ଭେମାନେ ଏକତ୍ର ହୁଅ; ଶେଷ କାଳରେ ତୁମ୍ଭମାନଙ୍କ ପ୍ରତି ଯାହା ଘଟିବ, ତାହା ତୁମ୍ଭମାନଙ୍କୁ କହୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବ ତାଙ୍କର ପୁତ୍ରମାନଙ୍କୁ ଆଶୀର୍ବାଦ କଲେ ଏହା ପରେ ଯାକୁବ ତାଙ୍କର ପୁତ୍ରମାନଙ୍କୁ ଆପଣା ନିକଟକୁ ଡକାଇଲେ। ସେ କହିଲେ, “ହେ ମୋର ପୁତ୍ରଗଣ, ମୋ’ ନିକଟକୁ ଆସ। ଭବିଷ୍ୟତ କଥା ମୁଁ ତୁମ୍ଭମାନଙ୍କୁ କହିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯାକୁବ ଆପଣା ପୁତ୍ରମାନଙ୍କୁ ଡାକି କହିଲେ, “ତୁମ୍ଭେମାନେ ଏକତ୍ର ହୁଅ; ଶେଷ କାଳରେ ତୁମ୍ଭମାନଙ୍କ ପ୍ରତି ଯାହା ଘଟିବ, ତାହା ତୁମ୍ଭମାନଙ୍କୁ କହୁଅଛି।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯାକୁବ ଆପଣା ପୁତ୍ରମାନଙ୍କୁ ଡାକି କହିଲେ, “ତୁମ୍ଭେମାନେ ଏକତ୍ର ହୁଅ; ଶେଷ କାଳରେ ତୁମ୍ଭମାନଙ୍କ ପ୍ରତି ଯାହା ଘଟିବ, ତାହା ତୁମ୍ଭମାନଙ୍କୁ କହୁଅଛି।