Genesis 49:10 — Compare Translations
5 translations compared side by side
Odia - 1840
"ଶୀଲୋର ଆଗମନ ପର୍ୟ୍ଯନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତା'ର ଚରଣ ଦ୍ବଯ ମଧ୍ଯରୁ ବିଚାରକର୍ତ୍ତାର ୟଷ୍ଟି ୟିବ ନାହିଁ। ତାହାଙ୍କ ନିକଟରେ ଲୋକମାନେ ଅଧିନତା ସ୍ବୀକାର କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶୀଲୋର (ଶାନ୍ତିକର୍ତ୍ତାଙ୍କର) ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ତ ଓ ତାହାର ଚରଣଦ୍ଵୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ଵୀକାର କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତା’ର ଚରଣ ଦ୍ୱୟ ମଧ୍ୟରୁ ବିଗ୍ଭରକର୍ତ୍ତାର ଯଷ୍ଟି ଯିବ ନାହିଁ। ତା’ର ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତାହାର ଚରଣଦ୍ୱୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।
Odia IRV 2017 (ଓଡିଆ ବାଇବେଲ)
ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତାହାର ଚରଣଦ୍ୱୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।