Genesis 49:11 — Compare Translations
5 translations compared side by side
Odia - 1840
"ସେ ଦ୍ରାକ୍ଷାଲତା ନିକଟରେ ଆପଣା ଗଧକୁ ବାନ୍ଧିଲେ। ସେ ଉତ୍ତମ ଦ୍ରାକ୍ଷାଲତା ନିକଟରେ ଆପଣା ଗଧର ଛୁଆକୁ ବାନ୍ଧିବେ। ସେ ଦ୍ରାକ୍ଷାରସ ରେ ଆପଣା ଉତ୍ତରୀଯ ବସ୍ତ୍ର ଓ ଆପଣା ପରଧଯେ ବସ୍ତ୍ର ଧୋଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଦ୍ରାକ୍ଷାଲତା ନିକଟରେ ଆପଣା ବାଛରାକୁ ଓ ଉତ୍ତମ ଦ୍ରାକ୍ଷାଲତା ନିକଟରେ ଆପଣା ଗର୍ଦ୍ଦଭ ଶାବକକୁ ବାନ୍ଧିବ; ସେ ଦ୍ରାକ୍ଷାରସରେ ଆପଣା ଉତ୍ତରୀୟ ବସ୍ତ୍ର ଓ ଦ୍ରାକ୍ଷାରକ୍ତରେ ଆପଣା ପରିଧେୟ ବସ୍ତ୍ର ଧୋଇବ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଦ୍ରାକ୍ଷାଲତା ନିକଟରେ ଆପଣା ଗଧକୁ ବାନ୍ଧିଲେ। ସେ ଉତ୍ତମ ଦ୍ରାକ୍ଷାଲତା ନିକଟରେ ଆପଣା ଗଧର ଛୁଆକୁ ବାନ୍ଧିବ। ସେ ଦ୍ରାକ୍ଷାରସରେ ଆପଣା ଉତ୍ତରୀୟ ବସ୍ତ୍ର ଓ ଆପଣା ପରିଧେୟ ବସ୍ତ୍ର ଧୋଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଦ୍ରାକ୍ଷାଲତା ନିକଟରେ ଆପଣା ବାଛରାକୁ ଓ ଉତ୍ତମ ଦ୍ରାକ୍ଷାଲତା ନିକଟରେ ଆପଣା ଗର୍ଦ୍ଦଭ ଶାବକକୁ ବାନ୍ଧିବ; ସେ ଦ୍ରାକ୍ଷାରସରେ ଆପଣା ଉତ୍ତରୀୟ ବସ୍ତ୍ର ଓ ଦ୍ରାକ୍ଷାରସରେ ଆପଣା ପରିଧେୟ ବସ୍ତ୍ର ଧୋଇବ।
Odia IRV 2017 (ଓଡିଆ ବାଇବେଲ)
ସେ ଦ୍ରାକ୍ଷାଲତା ନିକଟରେ ଆପଣା ବାଛରାକୁ ଓ ଉତ୍ତମ ଦ୍ରାକ୍ଷାଲତା ନିକଟରେ ଆପଣା ଗର୍ଦ୍ଦଭ ଶାବକକୁ ବାନ୍ଧିବ; ସେ ଦ୍ରାକ୍ଷାରସରେ ଆପଣା ଉତ୍ତରୀୟ ବସ୍ତ୍ର ଓ ଦ୍ରାକ୍ଷାରସରେ ଆପଣା ପରିଧେୟ ବସ୍ତ୍ର ଧୋଇବ।