Genesis 49:12 — Compare Translations

5 translations compared side by side

Odia - 1840
"ତା'ର ଚକ୍ଷୁ ଅଙ୍ଗୁର ରସଠାରୁ ଅଧିକ ଲାଲ ଏବଂ ତା'ର ଦାନ୍ତ ଦୁଧଠାରୁ ଅଧିକ ଧବଳ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ଚକ୍ଷୁ ଦ୍ରାକ୍ଷାରସରେ ରକ୍ତବର୍ଣ୍ଣ ହେବ, ଦୁଗ୍ଧରେ ତାହାର ଦ; ଶ୍ଵେତବର୍ଣ୍ଣ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ର ଚକ୍ଷୁ ଅଙ୍ଗୁର ରସଠାରୁ ଅଧିକ ଲାଲ ଏବଂ ତା’ର ଦାନ୍ତ ଦୁଧଠାରୁ ଅଧିକ ଧବଳ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ଚକ୍ଷୁ ଦ୍ରାକ୍ଷାରସରେ ରକ୍ତବର୍ଣ୍ଣ ହେବ, ଦୁଗ୍ଧରେ ତାହାର ଦନ୍ତ ଶ୍ୱେତବର୍ଣ୍ଣ ହେବ।
Odia IRV 2017 (ଓଡିଆ ବାଇବେଲ)
ତାହାର ଚକ୍ଷୁ ଦ୍ରାକ୍ଷାରସରେ ରକ୍ତବର୍ଣ୍ଣ ହେବ, ଦୁଗ୍ଧରେ ତାହାର ଦନ୍ତ ଶ୍ୱେତବର୍ଣ୍ଣ ହେବ।