Genesis 49:13 — Compare Translations

5 translations compared side by side

Odia - 1840
"ସବୂଲୂନ୍ ସମୁଦ୍ର କୂଳ ରେ ବାସ କରିବ। ସେ ଜାହାଜର ଆଶ୍ରିତ ହବେ। ପୁଣି ସୀଦୋନ ପର୍ୟ୍ଯନ୍ତ ତାହାର ଅଧିକାର ସୀମା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସବୂଲୂନ୍ ସମୁଦ୍ର ବନ୍ଦରରେ ବାସ କରିବ ଓ ସେ ଜାହାଜର ଆଶ୍ରିତ ବନ୍ଦର ହେବ; ପୁଣି ସୀଦୋନ୍ ପର୍ଯ୍ୟନ୍ତ ତାହାର ଅଧିକାରର ସୀମା ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସବୂଲୂନ୍ “ସବୂଲୂନ୍ ସମୁଦ୍ର କୂଳରେ ବାସ କରିବ। ସେ ଜାହାଜର ଆଶ୍ରିତ ବନ୍ଦର ହେବ। ପୁଣି ସୀଦୋନ ପର୍ଯ୍ୟନ୍ତ ତାହାର ଅଧିକାର ସୀମା ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସବୂଲୂନ ସମୁଦ୍ର ବନ୍ଦରରେ ବାସ କରିବ ଓ ସେ ଜାହାଜର ଆଶ୍ରିତ ବନ୍ଦର ହେବ; ପୁଣି, ସୀଦୋନ ପର୍ଯ୍ୟନ୍ତ ତାହାର ଅଧିକାରର ସୀମା ହେବ।
Odia IRV 2017 (ଓଡିଆ ବାଇବେଲ)
ସବୂଲୂନ ସମୁଦ୍ର ବନ୍ଦରରେ ବାସ କରିବ ଓ ସେ ଜାହାଜର ଆଶ୍ରିତ ବନ୍ଦର ହେବ; ପୁଣି, ସୀଦୋନ ପର୍ଯ୍ୟନ୍ତ ତାହାର ଅଧିକାରର ସୀମା ହେବ।