Genesis 49:14 — Compare Translations
5 translations compared side by side
Odia - 1840
" ସେ ଗୋଟିଏ ଗଧ ପରି କଠିନ ପରିଶ୍ରମ କରିବ। ଭାରି ବୋଝ ବହିଲା ପରେ ସେ ଶୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇଷାଖର ବଳବାନ ଗର୍ଦ୍ଦଭ ସଦୃଶ, ସେ ମେଷ ଖୁଆଡ଼ ମଧ୍ୟରେ ଶୟନ କରେନ୍ତ
Odia Bible ERV 2004 (ପବିତ୍ର ବାଇବଲ)
ଇଷାଖର “ସେ ଗୋଟିଏ ଗଧ ପରି କଠିନ ପରିଶ୍ରମ କରିବ। ଭାରି ବୋଝ ବହିଲା ପରେ ସେ ଶୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇଷାଖର ବଳବାନ ଗର୍ଦ୍ଦଭ ସଦୃଶ, ସେ ମେଷ ଖୁଆଡ଼ ମଧ୍ୟରେ ଶୟନ କରେ;
Odia IRV 2017 (ଓଡିଆ ବାଇବେଲ)
ଇଷାଖର ବଳବାନ ଗର୍ଦ୍ଦଭ ସଦୃଶ, ସେ ମେଷ ଖୁଆଡ଼ ମଧ୍ୟରେ ଶୟନ କରେ;