Genesis 49:15 — Compare Translations

5 translations compared side by side

Odia - 1840
"ସେ ବିଶ୍ରାମ ସ୍ଥାନକୁ ଉତ୍ତମ ଓ ଦେଶକୁ ସୁରମ୍ଯ ଦେଖିବ। ଏହାପରେ ସେ ଭାରି ଭାର ବୋହିବା ପାଇଁ ରାଜି ହବେ। ସେ ବେଠିକାମ କରିବାକୁ ରାଜି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ବିଶ୍ରାମ ସ୍ଥାନକୁ ଉତ୍ତମ ଓ ଦେଶକୁ ସୁରମ୍ୟ ଦେଖିଲା; ଏଣୁ ସେ ଭାର ବହିବା ପାଇଁ ସ୍କନ୍ଧ ନତ କଲା, ବେଠି କର୍ମ କରିବାକୁ ଦାସ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେ ବିଶ୍ରାମ ସ୍ଥାନକୁ ଉତ୍ତମ ଓ ଦେଶକୁ ସୁରମ୍ୟ ଦେଖିବ। ଏହା ପରେ ସେ ଭାରି ଭାର ବୋହିବା ପାଇଁ ରାଜି ହେବ। ସେ ବେଠିକାମ କରିବାକୁ ରାଜି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ବିଶ୍ରାମ-ସ୍ଥାନକୁ ଉତ୍ତମ ଓ ଦେଶକୁ ସୁରମ୍ୟ ଦେଖିଲା; ଏଣୁ ସେ ଭାର ବହିବା ପାଇଁ ସ୍କନ୍ଧ ନତ କଲା, ବେଠିକର୍ମ କରିବାକୁ ଦାସ ହେଲା।
Odia IRV 2017 (ଓଡିଆ ବାଇବେଲ)
ସେ ବିଶ୍ରାମ ସ୍ଥାନକୁ ଉତ୍ତମ ଓ ଦେଶକୁ ସୁରମ୍ୟ ଦେଖିଲା; ଏଣୁ ସେ ଭାର ବହିବା ପାଇଁ ସ୍କନ୍ଧ ନତ କଲା, ବେଠି କର୍ମ କରିବାକୁ ଦାସ ହେଲା।