Genesis 49:16 — Compare Translations
5 translations compared side by side
Odia - 1840
"ଦାନ, ଇଶ୍ରାୟେଲର ଅନ୍ଯାନ୍ଯ ବଂଶ ତୁଲ୍ଯ ହାଇେ ଆପଣା ଆପଣା ଲୋକମାନଙ୍କର ବିଚାର କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାନ ଇସ୍ରାଏଲର ଅନ୍ୟାନ୍ୟ ବଂଶ ତୁଲ୍ୟ ହୋଇ ଆପଣା ଲୋକମାନଙ୍କର ବିଚାର କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଦାନ “ଦାନ, ଇସ୍ରାଏଲର ଅନ୍ୟାନ୍ୟ ବଂଶ ତୁଲ୍ୟ ହୋଇ ଆପଣା ଆପଣା ଲୋକମାନଙ୍କର ବିଗ୍ଭର କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦାନ୍ ଇସ୍ରାଏଲର ଅନ୍ୟାନ୍ୟ ବଂଶ ତୁଲ୍ୟ ହୋଇ ଆପଣା ଲୋକମାନଙ୍କର ବିଚାର କରିବ।
Odia IRV 2017 (ଓଡିଆ ବାଇବେଲ)
ଦାନ୍ ଇସ୍ରାଏଲର ଅନ୍ୟାନ୍ୟ ବଂଶ ତୁଲ୍ୟ ହୋଇ ଆପଣା ଲୋକମାନଙ୍କର ବିଚାର କରିବ।