Genesis 49:17 — Compare Translations

5 translations compared side by side

Odia - 1840
"ଦାନ ପଥସ୍ଥିତ ସର୍ପତୁଲ୍ଯ ଓ ମାର୍ଗସ୍ଥିତ ବିଷଧର ସାପ ତୁଲ୍ଯ। ଯେ କି ଘୋଡ଼ାମାନଙ୍କର ପାଦକୁ ଦଂଶନ କଲେ ଯେଉଁଥି ରେ ଆଶ୍ବା ରୋହୀମାନେ ଭୂମିରେ ଲୋଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାନ୍ ପଥସ୍ଥିତ ସର୍ପ ତୁଲ୍ୟ ଓ ମାର୍ଗସ୍ଥିତ ଫଣି ତୁଲ୍ୟ; ଯେ ଘୋଟକର ପାଦ ଦଂଶନ କଲେ ତଦାରୂଢ଼ ବ୍ୟକ୍ତି ପଶ୍ଚାତ୍ ପଡ଼ିଯାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଦାନ ପଥସ୍ଥିତ ସର୍ପ ତୁଲ୍ୟ ଓ ମାର୍ଗସ୍ଥିତ ବିଷଧର ସାପ ତୁଲ୍ୟ। ଯେ କି ଘୋଡ଼ାମାନଙ୍କର ପାଦକୁ ଦଂଶନ କଲେ ଅଶ୍ୱାରୋହୀମାନେ ଭୂମିରେ ଲୋଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦାନ୍ ପଥସ୍ଥିତ ସର୍ପ ତୁଲ୍ୟ ଓ ମାର୍ଗସ୍ଥିତ ଫଣି ତୁଲ୍ୟ; ଯେ ଘୋଟକର ପାଦ ଦଂଶନ କଲେ ତଦାରୂଢ଼ ବ୍ୟକ୍ତି ପଶ୍ଚାତ୍‍ ପଡ଼ିଯାଏ।
Odia IRV 2017 (ଓଡିଆ ବାଇବେଲ)
ଦାନ୍ ପଥସ୍ଥିତ ସର୍ପ ତୁଲ୍ୟ ଓ ମାର୍ଗସ୍ଥିତ ଫଣି ତୁଲ୍ୟ; ଯେ ଘୋଟକର ପାଦ ଦଂଶନ କଲେ ତଦାରୂଢ଼ ବ୍ୟକ୍ତି ପଶ୍ଚାତ୍‍ ପଡ଼ିଯାଏ।