Genesis 49:18 — Compare Translations

5 translations compared side by side

Odia - 1840
" ହେ ସଦାପ୍ରଭୁ, ମୁଁ ତୁମ୍ଭଦ୍ବାରା ପରିତ୍ରାଣର ଅପେକ୍ଷା ରେ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ମୁଁ ତୁମ୍ଭ ଦ୍ଵାରା ପରିତ୍ରାଣର ଅପେକ୍ଷାରେ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ସଦାପ୍ରଭୁ, ମୁଁ ତୁମ୍ଭ ଦ୍ୱାରା ପରିତ୍ରାଣର ଅପେକ୍ଷାରେ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ମୁଁ ତୁମ୍ଭ ପରିତ୍ରାଣର ଅପେକ୍ଷାରେ ଅଛି।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୁଁ ତୁମ୍ଭ ପରିତ୍ରାଣର ଅପେକ୍ଷାରେ ଅଛି।