Genesis 49:19 — Compare Translations

5 translations compared side by side

Odia - 1840
"ସୈନ୍ଯଦଳ ଗାଦକୁ ଆକ୍ରମଣ କରିବେ। କିନ୍ତୁ ଗାଦ ସମାନଙ୍କେୁ ପଛରୁ ଆକ୍ରମଣ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନ୍ୟଦଳ ଗାଦ୍କୁ ଆକ୍ରମଣ କରିବେ; ମାତ୍ର ସେ ପଶ୍ଚାତ୍ ସେମାନଙ୍କୁ ଆକ୍ରମଣ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଗାଦ୍ “ସୈନ୍ୟଦଳ ଗାଦକୁ ଆକ୍ରମଣ କରିବେ। କିନ୍ତୁ ଗାଦ୍ ସେମାନଙ୍କୁ ପଛରୁ ଆକ୍ରମଣ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୈନ୍ୟଦଳ ଗାଦ୍‍କୁ ଆକ୍ରମଣ କରିବେ; ମାତ୍ର ସେ ପଶ୍ଚାତ୍‍ ସେମାନଙ୍କୁ ଆକ୍ରମଣ କରିବ।
Odia IRV 2017 (ଓଡିଆ ବାଇବେଲ)
ସୈନ୍ୟଦଳ ଗାଦ୍‍କୁ ଆକ୍ରମଣ କରିବେ; ମାତ୍ର ସେ ପଶ୍ଚାତ୍‍ ସେମାନଙ୍କୁ ଆକ୍ରମଣ କରିବ।