Genesis 49:2 — Compare Translations
5 translations compared side by side
Odia - 1840
" ହେ ଯାକୁବର ପୁତ୍ରଗଣ ଏକତ୍ର ହାଇେ ମାେ କଥା ଶୁଣ। ତୁମ୍ଭେ ତୁମ୍ଭର ପିତା, ଇଶ୍ରାୟେଲଙ୍କ କଥା ଶୁଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଯାକୁବର ପୁତ୍ରଗଣ, ଏକତ୍ର ହୋଇ ଶୁଣ ଓ ତୁମ୍ଭମାନଙ୍କ ପିତା ଇସ୍ରାଏଲର ବାକ୍ୟ ଶୁଣ ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ଯାକୁବର ପୁତ୍ରଗଣ ଏକତ୍ର ହୋଇ ମୋ’ କଥା ଶୁଣ। ତୁମ୍ଭେମାନେ ତୁମ୍ଭର ପିତା, ଇସ୍ରାଏଲଙ୍କ କଥା ଶୁଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଯାକୁବର ପୁତ୍ରଗଣ, ଏକତ୍ର ହୋଇ ଶୁଣ ଓ ତୁମ୍ଭମାନଙ୍କ ପିତା ଇସ୍ରାଏଲର ବାକ୍ୟ ଶୁଣ।
Odia IRV 2017 (ଓଡିଆ ବାଇବେଲ)
ହେ ଯାକୁବର ପୁତ୍ରଗଣ, ଏକତ୍ର ହୋଇ ଶୁଣ ଓ ତୁମ୍ଭମାନଙ୍କ ପିତା ଇସ୍ରାଏଲର ବାକ୍ୟ ଶୁଣ।