Genesis 49:20 — Compare Translations

5 translations compared side by side

Odia - 1840
"ଆଶରେ ଉତ୍ତମ ଖାଦ୍ୟ ଉତ୍ପନ୍ନ କରିବ। ସେ ରାଜାଙ୍କୁ ରାଜକୀଯଭକ୍ଷ ଯୋଗଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଶେରଠାରୁ ଅତ୍ୟୁତ୍ତମ ଖାଦ୍ୟ ଉତ୍ପନ୍ନ ହେବ; ସେ ରାଜକୀୟ ଭକ୍ଷ୍ୟ ଯୋଗାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଶେର “ଆଶେର ଉତ୍ତମ ଖାଦ୍ୟ ଉତ୍ପନ୍ନ କରିବ। ସେ ରାଜାଙ୍କୁ ରାଜକୀୟ ଭକ୍ଷ୍ୟ ଯୋଗାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଶେରଠାରୁ ଅତ୍ୟୁତ୍ତମ ଖାଦ୍ୟ ଉତ୍ପନ୍ନ ହେବ; ସେ ରାଜକୀୟ ଭକ୍ଷ୍ୟ ଯୋଗାଇବ।
Odia IRV 2017 (ଓଡିଆ ବାଇବେଲ)
ଆଶେରଠାରୁ ଅତ୍ୟୁତ୍ତମ ଖାଦ୍ୟ ଉତ୍ପନ୍ନ ହେବ; ସେ ରାଜକୀୟ ଭକ୍ଷ୍ୟ ଯୋଗାଇବ।