Genesis 49:22 — Compare Translations
5 translations compared side by side
Odia - 1840
" ଯୋଷଫେ ଫଳଦାଯୀ ବୃକ୍ଷର ପଲ୍ଲବ। ସେ ନିର୍ଝର ଫଳଦାଯୀ ବୃକ୍ଷର ପଲ୍ଲବ ସ୍ବରୂପ। ତା'ର ଶାଖା ସକଳ ପ୍ରାଚୀର ଉପରେ ଚଢ଼ିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୋଷେଫ ଫଳଦାୟୀ ବୃକ୍ଷର ପଲ୍ଲବ, ସେ ନିର୍ଝର ନିକଟସ୍ଥ ଫଳଦାୟୀ ବୃକ୍ଷର ପଲ୍ଲବ ସ୍ଵରୂପ; ତାହାର ଶାଖା ସକଳ ପ୍ରାଚୀର ଅତିକ୍ରମ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ “ଯୋଷେଫ ଫଳଦାୟୀ ବୃକ୍ଷର ପଲ୍ଲବ। ସେ ନିର୍ଝର ଫଳଦାୟୀ ବୃକ୍ଷର ପଲ୍ଲବ ସ୍ୱରୂପ। ତା’ର ଶାଖା ସକଳ ପ୍ରାଚୀର ଉପରେ ଚଢ଼ିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୋଷେଫ ଫଳଦାୟୀ ବୃକ୍ଷର ପଲ୍ଲବ, ସେ ନିର୍ଝର ନିକଟସ୍ଥ ଫଳଦାୟୀ ବୃକ୍ଷର ପଲ୍ଲବ ସ୍ୱରୂପ; ତାହାର ଶାଖା ସକଳ ପ୍ରାଚୀର ଅତିକ୍ରମ କରେ।
Odia IRV 2017 (ଓଡିଆ ବାଇବେଲ)
ଯୋଷେଫ ଫଳଦାୟୀ ବୃକ୍ଷର ପଲ୍ଲବ, ସେ ନିର୍ଝର ନିକଟସ୍ଥ ଫଳଦାୟୀ ବୃକ୍ଷର ପଲ୍ଲବ ସ୍ୱରୂପ; ତାହାର ଶାଖା ସକଳ ପ୍ରାଚୀର ଅତିକ୍ରମ କରେ।