Genesis 49:23 — Compare Translations
5 translations compared side by side
Odia - 1840
"ଧନୁର୍ଦ୍ଧରମାନେ ତାଙ୍କୁ ଅତିଶଯ କ୍ଲେଶ ଦଇେଛନ୍ତି। ପୁଣି ତାକୁ ବାଣ ବିନ୍ଧି ତାକୁ ତାଡ଼ନା କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧନୁର୍ଦ୍ଧରମାନେ ତାହାକୁ ଅତିଶୟ କ୍ଳେଶ ଦେଇଅଛନ୍ତି, ପୁଣି ତାକୁ ତୀର ବିନ୍ଧି ତାଡ଼ନା କରିଅଛନ୍ତି,
Odia Bible ERV 2004 (ପବିତ୍ର ବାଇବଲ)
ଧନୁର୍ଦ୍ଧରମାନେ ତାଙ୍କୁ ଅତିଶୟ କ୍ଳେଶ ଦେଇଛନ୍ତି। ପୁଣି ବାଣ ବିନ୍ଧି ତାକୁ ତାଡ଼ନା କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧନୁର୍ଦ୍ଧରମାନେ ତାହାକୁ ଅତିଶୟ କ୍ଳେଶ ଦେଇଅଛନ୍ତି, ପୁଣି, ତାକୁ ତୀର ବିନ୍ଧି ତାଡ଼ନା କରିଅଛନ୍ତି,
Odia IRV 2017 (ଓଡିଆ ବାଇବେଲ)
ଧନୁର୍ଦ୍ଧରମାନେ ତାହାକୁ ଅତିଶୟ କ୍ଳେଶ ଦେଇଅଛନ୍ତି, ପୁଣି, ତାକୁ ତୀର ବିନ୍ଧି ତାଡ଼ନା କରିଅଛନ୍ତି,