Genesis 49:24 — Compare Translations
5 translations compared side by side
Odia - 1840
"କିନ୍ତୁ ତାହାର ଧନୁ ଦୃଢ଼ ଥିଲା ଏବଂ ତାହାର ବାହୁ ଯାକୁବର ଶକ୍ତିଶାଳି ପରମେଶ୍ବର ଇଶ୍ରାୟେଲର ମଷେପାଳକଠାରୁ କୌଶଳ ପ୍ରାପ୍ତ ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତାହାର ଧନ ଦୃଢ଼ ହୋଇ ରହିଲା, ପୁଣି ଯେ ଯାକୁବର ବଳଦାତା (ତହିଁ ସକାଶୁ ଇସ୍ରାଏଲର ପାଳକ ଓ ଶୈଳ ବୋଲି ବିଖ୍ୟାତ),
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତାହାର ଧନୁ ଦୃଢ଼ ଥିଲା ଏବଂ ତାହାର ବାହୁ ଯାକୁବର ଶକ୍ତିଶାଳୀ ପରମେଶ୍ୱର ଇସ୍ରାଏଲର ମେଷପାଳକଠାରୁ କୌଶଳ ପ୍ରାପ୍ତ ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତାହାର ଧନୁ ଦୃଢ଼ ହୋଇ ରହିଲା, ପୁଣି, ଯେ ଯାକୁବର ବଳଦାତା (ତହିଁ ସକାଶୁ ଇସ୍ରାଏଲର ପାଳକ ଓ ଶୈଳ ବୋଲି ବିଖ୍ୟାତ),
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତାହାର ଧନ ଦୃଢ଼ ହୋଇ ରହିଲା, ପୁଣି, ଯେ ଯାକୁବର ବଳଦାତା (ତହିଁ ସକାଶୁ ଇସ୍ରାଏଲର ପାଳକ ଓ ଶୈଳ ବୋଲି ବିଖ୍ୟାତ),