Genesis 49:25 — Compare Translations

5 translations compared side by side

Odia - 1840
"ପୈତୃକ ପରମେଶ୍ବର, ସାହାୟ୍ଯ କରିବେ ଏବଂ ସର୍ବଶକ୍ତିମାନ ପରମେଶ୍ବର ସ୍ବର୍ଗରୁ ତୁମ୍ଭଙ୍କୁ ଆଶୀର୍ବାଦ ଦବେେ। ଆକାଶରୁ ମଙ୍ଗଳ ଓ ଗଭୀର ସାଗର ଗର୍ଭାଶଯ ବାରିଧିରୁ ମଙ୍ଗଳ ତୁମ୍ଭକୁ ଆଶୀର୍ବାଦ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍, ପୈତୃକ ପରମେଶ୍ଵର, ଯେ ତୁମ୍ଭର ଉପକାର କରିବେ ଓ ସର୍ବଶକ୍ତିମାନ, ଯେ ଉପରିସ୍ଥ ଆକାଶରୁ ମଙ୍ଗଳ, ଅଧଃସ୍ଥାନରେ ବିସ୍ତୀର୍ଣ୍ଣ ବାରିଧିରୁ ମଙ୍ଗଳ, ସ୍ତନ ଓ ଗର୍ଭରୁ ମଙ୍ଗଳ ଦେଇ ତୁମ୍ଭକୁ ଆଶୀର୍ବାଦ କରିବେ,, ତାହାଙ୍କ ଦ୍ଵାରା ତାହାର ହସ୍ତର ବାହୁ ବଳବାନ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୈତୃକ ପରମେଶ୍ୱର, ସାହାଯ୍ୟ କରିବେ ଏବଂ ସର୍ବଶକ୍ତିମାନ ପରମେଶ୍ୱର ସ୍ୱର୍ଗରୁ ତୁମ୍ଭଙ୍କୁ ଆଶୀର୍ବାଦ ଦେବେ। ଆକାଶରୁ, ଗଭୀର ସାଗରରୁ, ଗର୍ଭାଶୟ ସ୍ତନ ବାରିଧିରୁ ମଙ୍ଗଳ ଦେଇ ତୁମ୍ଭକୁ ଆଶୀର୍ବାଦ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍‍, ପୈତୃକ ପରମେଶ୍ୱର, ଯେ ତୁମ୍ଭର ଉପକାର କରିବେ ଓ ସର୍ବଶକ୍ତିମାନ, ଯେ ଉପରିସ୍ଥ ଆକାଶରୁ ମଙ୍ଗଳ, ଅଧଃସ୍ଥାନରେ ବିସ୍ତୀର୍ଣ୍ଣ ବାରିଧିରୁ ମଙ୍ଗଳ, ସ୍ତନ ଓ ଗର୍ଭରୁ ମଙ୍ଗଳ ଦେଇ ତୁମ୍ଭକୁ ଆଶୀର୍ବାଦ କରିବେ, ତାହାଙ୍କ ଦ୍ୱାରା ତାହାର ହସ୍ତର ବାହୁ ବଳବାନ ହେଲା।
Odia IRV 2017 (ଓଡିଆ ବାଇବେଲ)