Genesis 49:26 — Compare Translations
5 translations compared side by side
Odia - 1840
"ତୁମ୍ଭର ପିତାଙ୍କ ଆଶିର୍ବାଦ ଅଧିକ ପ୍ରାଚୀନ ପର୍ବତଠାରୁ ଏବଂ ଭଲ ବିଷଯ ଚିରସ୍ଥାଯୀ ପର୍ବତର ସୀମା ପର୍ୟ୍ଯନ୍ତ ହବେ। ଯୋଷଫେ ୟିଏକି ତାଙ୍କ ଭାଇମାନଙ୍କଠାରୁ ଭିନ୍ନ ସହେି ଆଶୀର୍ବାଦ ସମସ୍ତ ଭୋଗକରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ପୂର୍ବପୁରୁଷମାନଙ୍କ ଆଶୀର୍ବାଦଠାରୁ ତୁମ୍ଭ ପିତାର ଆଶୀର୍ବାଦ ଅଧିକ; ତାହା ଚିରସ୍ଥାୟୀ ପର୍ବତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ ହେବ; ତାହା ଯୋଷେଫର ମସ୍ତକରେ, ଅର୍ଥାତ୍, ଆପଣା ଭ୍ରାତୃଗଣଠାରୁ ପୃଥକ କୃତ ବ୍ୟକ୍ତିର ମସ୍ତକାଗ୍ରରେ ବର୍ତ୍ତିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ପିତାଙ୍କ ଆଶୀର୍ବାଦ ପ୍ରାଚୀନ ପର୍ବତଠାରୁ ଅଧିକ ଏବଂ ଭଲ ବିଷୟ ଚିରସ୍ଥାୟୀ ପର୍ବତର ସୀମା ପର୍ଯ୍ୟନ୍ତ ହେବ। ଯୋଷେଫ ଯିଏ କି ତାଙ୍କ ଭାଇମାନଙ୍କଠାରୁ ଭିନ୍ନ ସେହି ଆଶୀର୍ବାଦ ସମସ୍ତ ଭୋଗ କରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ପୂର୍ବପୁରୁଷମାନଙ୍କ ଆଶୀର୍ବାଦଠାରୁ ତୁମ୍ଭ ପିତାଙ୍କର ଆଶୀର୍ବାଦ ଅଧିକ; ତାହା ଚିରସ୍ଥାୟୀ ପର୍ବତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ ହେବ; ତାହା ଯୋଷେଫର ମସ୍ତକରେ, ଅର୍ଥାତ୍, ଆପଣା ଭ୍ରାତୃଗଣଠାରୁ ପୃଥକ କୃତ ବ୍ୟକ୍ତିର ମସ୍ତକାଗ୍ରରେ ବର୍ତ୍ତିବ।
Odia IRV 2017 (ଓଡିଆ ବାଇବେଲ)