Genesis 49:27 — Compare Translations

5 translations compared side by side

Odia - 1840
"ବିନ୍ଯାମୀନ ଏକ ଭୋକିଲା ଗଧିଆ ତୁଲ୍ଯ। ପ୍ରଭାତ ରେ ସେ ଶୀକାର କରି ଖାଏ। ଅବଶିଷ୍ଟାଂଶ ସନ୍ଧ୍ଯା ରେ ସେ ଦୁ ହେଁ ଭାଗ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିନ୍ୟାମିନ ବିଦାରକ କେନ୍ଦୁଆ ତୁଲ୍ୟ; ପ୍ରାତଃକାଳରେ ସେ ମୃଗ ଭକ୍ଷଣ ଓ ସନ୍ଧ୍ୟାକାଳରେ ଶିକାର ବଣ୍ଟନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ବିନ୍ୟାମୀନ “ବିନ୍ୟାମୀନ ଏକ ଭୋକିଲା ଗଧିଆ ତୁଲ୍ୟ। ପ୍ରଭାତରେ ସେ ଶିକାର କରି ଖାଏ। ଅବଶିଷ୍ଟାଂଶ ସନ୍ଧ୍ୟାରେ ସେ ଦୁହେଁ ଭାଗ କରନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିନ୍ୟାମୀନ୍ ବିଦାରକ କେନ୍ଦୁଆ ତୁଲ୍ୟ; ପ୍ରାତଃକାଳରେ ସେ ମୃଗ ଭକ୍ଷଣ ଓ ସନ୍ଧ୍ୟାକାଳରେ ଶିକାର ବଣ୍ଟନ କରିବ।”
Odia IRV 2017 (ଓଡିଆ ବାଇବେଲ)
ବିନ୍ୟାମୀନ୍ ବିଦାରକ କେନ୍ଦୁଆ ତୁଲ୍ୟ; ପ୍ରାତଃକାଳରେ ସେ ମୃଗ ଭକ୍ଷଣ ଓ ସନ୍ଧ୍ୟାକାଳରେ ଶିକାର ବଣ୍ଟନ କରିବ।”