Genesis 49:28 — Compare Translations
5 translations compared side by side
Odia - 1840
"ଏମାନେ ଇଶ୍ରାୟେଲର ଦ୍ବାଦଶ ଗୋଷ୍ଠୀ। ଏମାନଙ୍କ ପିତା ଆଶୀର୍ବାଦ କରିବା ବେଳେ ଏହିକଥା କହି, ଏମାନଙ୍କର ପ୍ରତି ଜଣକୁ ବିଶଷେ ଆଶୀର୍ବାଦ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏମାନେ ଇସ୍ରାଏଲଙ୍କର ଦ୍ଵାଦଶ ବଂଶ; ଏମାନଙ୍କ ପିତା ଆଶୀର୍ବାଦ କରିବା ବେଳେ ଏହି କଥା କହି ଏମାନଙ୍କର ପ୍ରତି ଜଣକୁ ବିଶେଷ ଆଶୀର୍ବାଦ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏମାନେ ଇସ୍ରାଏଲର ଦ୍ୱାଦଶ ଗୋଷ୍ଠୀ। ଏମାନଙ୍କ ପିତା ଆଶୀର୍ବାଦ କରିବା ବେଳେ ଏହି କଥା କହି, ଏମାନଙ୍କର ପ୍ରତି ଜଣକୁ ବିଶେଷ ଆଶୀର୍ବାଦ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏମାନେ ଇସ୍ରାଏଲଙ୍କର ଦ୍ୱାଦଶ ବଂଶ; ଏମାନଙ୍କ ପିତା ଆଶୀର୍ବାଦ କରିବା ବେଳେ ଏହି କଥା କହି ଏମାନଙ୍କର ପ୍ରତି ଜଣକୁ ବିଶେଷ ବିଶେଷ ଆଶୀର୍ବାଦ କଲେ।
Odia IRV 2017 (ଓଡିଆ ବାଇବେଲ)
ଏମାନେ ଇସ୍ରାଏଲଙ୍କର ଦ୍ୱାଦଶ ବଂଶ; ଏମାନଙ୍କ ପିତା ଆଶୀର୍ବାଦ କରିବା ବେଳେ ଏହି କଥା କହି ଏମାନଙ୍କର ପ୍ରତି ଜଣକୁ ବିଶେଷ ବିଶେଷ ଆଶୀର୍ବାଦ କଲେ।