Genesis 49:29 — Compare Translations
5 translations compared side by side
Odia - 1840
"ଏହାପରେ ଇଶ୍ରାୟେଲ ତାଙ୍କୁ ନିର୍ଦ୍ଦେଶ ଦଇେ କହିଲେ, ମୁଁ ଯେତବେେଳେ ମରିବି, ମାରେପୂର୍ବପୁରୁଷମାନଙ୍କ ସହିତ ମାେତେ ଇଫ୍ରୋଣର ହତେୀଯ କ୍ଷତେ ରେ କବର ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯାକୁବ ସେମାନଙ୍କୁ ଆଦେଶ ଦେଇ କହିଲେ, ମୁଁ ଆପଣା ଲୋକଙ୍କ ସଙ୍ଗେ ସଂଗୃହୀତ ହେବାକୁ ଉଦ୍ୟତ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଇସ୍ରାଏଲ ତାଙ୍କୁ ନିର୍ଦ୍ଦେଶ ଦେଇ କହିଲେ, “ମୁଁ ଯେତେବେଳେ ମରିବି, ମୋର ପୂର୍ବପୁରୁଷମାନଙ୍କ ସହିତ ମୋତେ ଇଫ୍ରୋଣର ହେତୀୟ କ୍ଷେତରେ କବର ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯାକୁବ ସେମାନଙ୍କୁ ଆଦେଶ ଦେଇ କହିଲେ, “ମୁଁ ଆପଣା ଲୋକଙ୍କ ସଙ୍ଗେ ସଂଗୃହୀତ ହେବାକୁ ଉଦ୍ୟତ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯାକୁବ ସେମାନଙ୍କୁ ଆଦେଶ ଦେଇ କହିଲେ, “ମୁଁ ଆପଣା ଲୋକଙ୍କ ସଙ୍ଗେ ସଂଗୃହୀତ ହେବାକୁ ଉଦ୍ୟତ।