Genesis 49:3 — Compare Translations
5 translations compared side by side
Odia - 1840
" ହେ ମାରେ ପ୍ରଥମ ପୁତ୍ର ରୁବନ୍େ, ତୁମ୍ଭେ ମାରେ ପ୍ରଥମଜାତ ପୁତ୍ର। ତୁମ୍ଭେ ମାରେ ବଳ ଓ ଶକ୍ତିର ପ୍ରଥମ ଫଳ ଏବଂ ପୁଣି ମାରେ ପୁତ୍ରମାନଙ୍କ ମଧିଅରେ ତୁମ୍ଭେ ସବୁଠୁଁ ସମ୍ମାନିତ ଏବଂ ଶକ୍ତିଶାଳି ଥିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ରୁବେନ୍, ତୁମ୍ଭେ ମୋହର ପ୍ରଥମଜାତ (ପୁତ୍ର), ମୋହର ବଳ ଓ ମୋʼ ଶକ୍ତିର ପ୍ରଥମ ଫଳ; ପୁଣି ମହିମାରେ ପ୍ରଧାନ ଓ ପରାକ୍ରମରେ ପ୍ରଧାନ ।
Odia Bible ERV 2004 (ପବିତ୍ର ବାଇବଲ)
ରୁବେନ୍ “ହେ ମୋର ପ୍ରଥମ ପୁତ୍ର ରୁବେନ୍, ତୁମ୍ଭେ ମୋର ପ୍ରଥମଜାତ ପୁତ୍ର। ତୁମ୍ଭେ ମୋର ବଳ ଓ ଶକ୍ତିର ପ୍ରଥମ ଫଳ ଏବଂ ପୁଣି ମୋର ପୁତ୍ରମାନଙ୍କ ମଧ୍ୟରେ ତୁମ୍ଭେ ସବୁଠୁଁ ସମ୍ମାନିତ ଏବଂ ଶକ୍ତିଶାଳୀ ଥିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ରୁବେନ୍, ତୁମ୍ଭେ ମୋହର ପ୍ରଥମଜାତ (ପୁତ୍ର), ମୋହର ବଳ ଓ ମୋʼ ଶକ୍ତିର ପ୍ରଥମ ଫଳ; ପୁଣି, ମହିମାରେ ପ୍ରଧାନ ଓ ପରାକ୍ରମରେ ପ୍ରଧାନ।
Odia IRV 2017 (ଓଡିଆ ବାଇବେଲ)
ହେ ରୁବେନ୍, ତୁମ୍ଭେ ମୋହର ପ୍ରଥମଜାତ (ପୁତ୍ର), ମୋହର ବଳ ଓ ମୋ’ ଶକ୍ତିର ପ୍ରଥମ ଫଳ; ପୁଣି, ମହିମାରେ ପ୍ରଧାନ ଓ ପରାକ୍ରମରେ ପ୍ରଧାନ।