Genesis 49:30 — Compare Translations
5 translations compared side by side
Odia - 1840
"ଏଣୁ ଅବ୍ରହାମ କବର ସ୍ଥାନର ଅଧିକାର ନିମନ୍ତେ କିଣାନ ଦେଶ ରେ ମମ୍ରିର ସମ୍ମୁଖସ୍ଥ ଯେଉଁ ମକ୍ପଲୋର କ୍ଷେ ତ୍ର ହତେୀଯ ଇଫ୍ରୋଣଠାରୁ କିଣିଥିଲେ। ସହେି ହତେୀଯ ଇଫ୍ରୋଣର କ୍ଷେତ୍ରସ୍ଥିତ ଗୁହା ରେ ମାରେ ପୂର୍ବପୁରୁଷମାନଙ୍କ ନିକଟରେ ମାେତେ କବର ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଅବ୍ରହାମ କବର ସ୍ଥାନର ଅଧିକାର ନିମନ୍ତେ କିଣାନ ଦେଶରେ ମମ୍ରିର ସମ୍ମୁଖସ୍ଥ ଯେଉଁ ମକ୍ପେଲାର କ୍ଷେତ୍ର ହେତୀୟ ଇଫ୍ରୋଣଠାରୁ କିଣିଥିଲେ, ସେହି ହେତୀୟ ଇଫ୍ରୋଣର କ୍ଷେତ୍ରସ୍ଥିତ ଗୁହାରେ ମୋହର ପୂର୍ବପୁରୁଷମାନଙ୍କ ନିକଟରେ ମୋତେ କବର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଣୁ ଅବ୍ରହାମ କବର ସ୍ଥାନର ଅଧିକାର ନିମନ୍ତେ କିଣାନ ଦେଶରେ ମମ୍ରିର ସମ୍ମୁଖସ୍ଥ ଯେଉଁ ମକ୍ପେଲାର କ୍ଷେତ୍ର ହେତୀୟ ଇଫ୍ରୋଣଠାରୁ କିଣିଥିଲେ। ସେହି ହେତୀୟ ଇଫ୍ରୋଣର କ୍ଷେତ୍ରସ୍ଥିତ ଗୁହାରେ ମୋର ପୂର୍ବପୁରୁଷମାନଙ୍କ ନିକଟରେ ମୋତେ କବର ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଅବ୍ରହାମ କବର ସ୍ଥାନର ଅଧିକାର ନିମନ୍ତେ କିଣାନ ଦେଶରେ ମମ୍ରିର ସମ୍ମୁଖସ୍ଥ ଯେଉଁ ମକ୍ପେଲାର କ୍ଷେତ୍ର ହିତ୍ତୀୟ ଇଫ୍ରୋଣଠାରୁ କିଣିଥିଲେ, ସେହି ହିତ୍ତୀୟ ଇଫ୍ରୋଣର କ୍ଷେତ୍ରସ୍ଥିତ ଗୁହାରେ ମୋହର ପୂର୍ବପୁରୁଷମାନଙ୍କ ନିକଟରେ ମୋତେ କବର ଦେବ।
Odia IRV 2017 (ଓଡିଆ ବାଇବେଲ)