Genesis 49:31 — Compare Translations

5 translations compared side by side

Odia - 1840
"ଅବ୍ରହାମ ଏବଂ ତାଙ୍କ ସ୍ତ୍ରୀ ସାରା ସେଠେ ରେ କବର ପ୍ରାପ୍ତ ହାଇେଛନ୍ତି। ଇସ୍ହାକ୍ ଓ ତା'ର ସ୍ତ୍ରୀ ରିବିକା ସହେିଠା ରେ କବର ନଇେଛନ୍ତି। ମୁଁ ସହେି ସ୍ଥାନ ରେ ଲୟୋକୁ କବର ଦଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସ୍ଥାନରେ ଅବ୍ରହାମଙ୍କର ଓ ତାଙ୍କର ଭାର୍ଯ୍ୟା ସାରାର କବର ହୋଇଅଛି, ପୁଣି ସେହି ସ୍ଥାନରେ ଇସ୍‍ହାକଙ୍କର ଓ ତାଙ୍କର ଭାର୍ଯ୍ୟା ରିବିକାର କବର ହୋଇଅଛି, ପୁଣି ସେହି ସ୍ଥାନରେ ମୁଁ ମଧ୍ୟ ଲେୟାକୁ କବର ଦେଇଅଛି;
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ରହାମ ଏବଂ ତାଙ୍କ ସ୍ତ୍ରୀ ସାରା ସେଠାରେ କବର ପ୍ରାପ୍ତ ହୋଇଛନ୍ତି। ଇ‌ସ୍‌ହାକ ଓ ତାଙ୍କର ସ୍ତ୍ରୀ ରିବିକା ସେହିଠାରେ କବର ନେଇଛନ୍ତି। ମୁଁ ସେହି ସ୍ଥାନରେ ଲେୟାକୁ କବର ଦେଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସ୍ଥାନରେ ଅବ୍ରହାମଙ୍କର ଓ ତାଙ୍କର ଭାର୍ଯ୍ୟା ସାରାର କବର ହୋଇଅଛି, ପୁଣି, ସେହି ସ୍ଥାନରେ ଇସ୍‌ହାକଙ୍କର ଓ ତାଙ୍କର ଭାର୍ଯ୍ୟା ରିବିକାର କବର ହୋଇଅଛି, ପୁଣି, ସେହି ସ୍ଥାନରେ ମୁଁ ମଧ୍ୟ ଲେୟାକୁ କବର ଦେଇଅଛି;
Odia IRV 2017 (ଓଡିଆ ବାଇବେଲ)
ସେହି ସ୍ଥାନରେ ଅବ୍ରହାମଙ୍କର ଓ ତାଙ୍କର ଭାର୍ଯ୍ୟା ସାରାର କବର ହୋଇଅଛି, ପୁଣି, ସେହି ସ୍ଥାନରେ ଇସ୍‍ହାକଙ୍କର ଓ ତାଙ୍କର ଭାର୍ଯ୍ୟା ରିବିକାର କବର ହୋଇଅଛି, ପୁଣି, ସେହି ସ୍ଥାନରେ ମୁଁ ମଧ୍ୟ ଲେୟାକୁ କବର ଦେଇଅଛି;