Genesis 49:32 — Compare Translations
5 translations compared side by side
Odia - 1840
"ସହେି କ୍ଷେତ୍ର ଓ ଦନ୍ମଧ୍ଯସ୍ଥ ଗୁହା ହତେୀଯ ସନ୍ତାନମାନଙ୍କଠାରୁ କିଣା ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହା ହେତୀୟ ସନ୍ତାନମାନଙ୍କଠାରୁ କିଣା ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥ ଗୁହା ହେତୀୟ ସନ୍ତାନମାନଙ୍କଠାରୁ କିଣା ହୋଇଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହା ହିତ୍ତୀୟ ସନ୍ତାନମାନଙ୍କଠାରୁ କିଣା ହୋଇଅଛି।”
Odia IRV 2017 (ଓଡିଆ ବାଇବେଲ)
ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହା ହିତ୍ତୀୟ ସନ୍ତାନମାନଙ୍କଠାରୁ କିଣା ହୋଇଅଛି।”