Genesis 49:33 — Compare Translations

5 translations compared side by side

Odia - 1840
"ଯାକୁବ ତାଙ୍କର ପିଲାମାନଙ୍କ ସହିତ କଥାବାର୍ତ୍ତା କଲାପରେ ସେ ଶୟ୍ଯା ରେ ଦୁଇପାଦ ଏକତ୍ର ବିଛଣା ଭିତରକୁ କରି ପ୍ରାଣତ୍ଯାଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଯାକୁବ ଆପଣା ପୁତ୍ରମାନଙ୍କୁ ଆଜ୍ଞା ଦେବାର ସମାପ୍ତ କଲା ଉତ୍ତାରେ ଶଯ୍ୟାରେ ଦୁଇ ପାଦ ଏକତ୍ର କରି ପ୍ରାଣତ୍ୟାଗ କଲେ ଓ ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବ ତାଙ୍କର ପିଲାମାନଙ୍କ ସହିତ କଥାବାର୍ତ୍ତା କଲା ପରେ, ସେ ଶଯ୍ୟାରେ ଦୁଇପାଦ ଏକତ୍ର ବିଛଣା ଭିତରକୁ କରି ପ୍ରାଣତ୍ୟାଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଯାକୁବ ଆପଣା ପୁତ୍ରମାନଙ୍କୁ ଆଜ୍ଞା ଦେବାର ସମାପ୍ତ କଲା ଉତ୍ତାରେ ଶଯ୍ୟାରେ ଦୁଇ ପାଦ ଏକତ୍ର କରି ପ୍ରାଣତ୍ୟାଗ କଲେ ଓ ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଯାକୁବ ଆପଣା ପୁତ୍ରମାନଙ୍କୁ ଆଜ୍ଞା ଦେବାର ସମାପ୍ତ କଲା ଉତ୍ତାରେ ଶଯ୍ୟାରେ ଦୁଇ ପାଦ ଏକତ୍ର କରି ପ୍ରାଣତ୍ୟାଗ କଲେ ଓ ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲେ।