Genesis 49:4 — Compare Translations
5 translations compared side by side
Odia - 1840
"କିନ୍ତୁ ତୁମ୍ଭର ଆବଗେ ବନ୍ଯା ତୁଲ୍ଯ ଥିଲା, ତୁମ୍ଭେ ନିଯନ୍ତ୍ରଣ କରିପାରିଲ ନାହିଁ। ତୁମ୍ଭର ପ୍ରଧାନତା ରହିବ ନାହିଁ। କାରଣ ତୁମ୍ଭେ ଆପଣା ପିତୃଶୟ୍ଯାକୁ ଗମନ କଲ। ତବେେ ତାହା ଅଶୁଚି କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଉଚ୍ଛଳିତ ଜଳ ତୁଲ୍ୟ, ତୁମ୍ଭର ପ୍ରଧାନତା ରହିବ ନାହିଁ; କାରଣ ତୁମ୍ଭେ ଆପଣା ପିତୃଶଯ୍ୟାକୁ ଗମନ କଲ; ତେବେ ତାହା ଅଶୁଚି କଲ; ସେ ମୋହର ଶଯ୍ୟାକୁ ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭର ଆବେଗ ବନ୍ୟା ତୁଲ୍ୟ ଥିଲା, ତୁମ୍ଭେ ନିୟନ୍ତ୍ରଣ କରିପାରିଲ ନାହିଁ। ତୁମ୍ଭର ପ୍ରଧାନତା ରହିବ ନାହିଁ। କାରଣ ତୁମ୍ଭେ ଆପଣା ପିତୃଶଯ୍ୟାକୁ ଗମନ କଲ। ତେବେ ତାହା ଅଶୁଚି କଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଉଚ୍ଛଳିତ ଜଳ ତୁଲ୍ୟ, ତୁମ୍ଭର ପ୍ରଧାନତା ରହିବ ନାହିଁ; କାରଣ ତୁମ୍ଭେ ଆପଣା ପିତୃଶଯ୍ୟାକୁ ଗମନ କଲ; ତେବେ ତାହା ଅଶୁଚି କଲ; ସେ ମୋହର ଶଯ୍ୟାକୁ ଗଲା।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଉଚ୍ଛଳିତ ଜଳ ତୁଲ୍ୟ, ତୁମ୍ଭର ପ୍ରଧାନତା ରହିବ ନାହିଁ; କାରଣ ତୁମ୍ଭେ ଆପଣା ପିତୃଶଯ୍ୟାକୁ ଗମନ କଲ; ତେବେ ତାହା ଅଶୁଚି କଲ; ସେ ମୋହର ଶଯ୍ୟାକୁ ଗଲା।