Genesis 49:6 — Compare Translations

5 translations compared side by side

Odia - 1840
"ସମାନେେ ଗୁପ୍ତ ରେ ମନ୍ଦ ଯୋଜନା କରନ୍ତି। ହେ ମାରେ ପ୍ରାଣ ସମାନଙ୍କେର ଗୁପ୍ତମନ୍ତ୍ରଣା ରେ ପ୍ରବେଶ କର ନାହିଁ। ସମାନଙ୍କେ ସଭା ରେ ମିଳିତ ହୁଅ ନାହିଁ, କାରଣ ସମାନେେ କୋର୍ଧିତ ଥିଲା ବେଳେ ମନୁଷ୍ଯମାନଙ୍କୁ ହତ୍ଯା ଏବଂ ସମାନଙ୍କେ ଆନନ୍ଦ ପାଇଁ ବଳଦଗୁଡ଼ିକୁ ହତ୍ଯା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ପ୍ରାଣ, ସେମାନଙ୍କ ଗୁପ୍ତ ମନ୍ତ୍ରଣାରେ ପ୍ରବେଶ କର ନାହିଁ; ହେ ମୋହର ଗୌରବ, ତୁମ୍ଭେ ସେମାନଙ୍କ ସଭାରେ ମିଳିତ ହୁଅ ନାହିଁ; କାରଣ ସେମାନେ କ୍ରୋଧରେ ନରହତ୍ୟା କଲେ ଓ ସ୍ଵେଚ୍ଛାଚାରିତାରେ ରାଜହତ୍ୟା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଗୁପ୍ତରେ ମନ୍ଦ ଯୋଜନା କରନ୍ତି। ହେ ମୋର ପ୍ରାଣ ସେମାନଙ୍କର ଗୁପ୍ତ ମନ୍ତ୍ରଣାରେ ପ୍ରବେଶ କର ନାହିଁ। ସେମାନଙ୍କ ସଭାରେ ମିଳିତ ହୁଅ ନାହିଁ, କାରଣ ସେମାନେ କ୍ରୋଧିତ ଥିଲାବେଳେ ମନୁଷ୍ୟମାନଙ୍କୁ ହତ୍ୟା ଏବଂ ସେମାନଙ୍କ ଆନନ୍ଦ ପାଇଁ ବଳଦଗୁଡ଼ିକୁ ହତ୍ୟା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ପ୍ରାଣ, ସେମାନଙ୍କ ଗୁପ୍ତ ମନ୍ତ୍ରଣାରେ ପ୍ରବେଶ କର ନାହିଁ; ହେ ମୋହର ଗୌରବ, ତୁମ୍ଭେ ସେମାନଙ୍କ ସଭାରେ ମିଳିତ ହୁଅ ନାହିଁ; କାରଣ ସେମାନେ କ୍ରୋଧରେ ନରହତ୍ୟା କଲେ ଓ ସ୍ୱେଚ୍ଛାଚାରିତାରେ ବଳଦଗୁଡ଼ିକର ଲାଙ୍ଗୁଡ଼ କାଟିଲେ।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ପ୍ରାଣ, ସେମାନଙ୍କ ଗୁପ୍ତ ମନ୍ତ୍ରଣାରେ ପ୍ରବେଶ କର ନାହିଁ; ହେ ମୋହର ଗୌରବ, ତୁମ୍ଭେ ସେମାନଙ୍କ ସଭାରେ ମିଳିତ ହୁଅ ନାହିଁ; କାରଣ ସେମାନେ କ୍ରୋଧରେ ନରହତ୍ୟା କଲେ ଓ ସ୍ୱେଚ୍ଛାଚାରିତାରେ ବଳଦଗୁଡିକର ଲାଙ୍ଗୁଡ଼ କାଟିଲେ।