Genesis 49:8 — Compare Translations

5 translations compared side by side

Odia - 1840
"ଯିହୁଦା, ତୁମ୍ଭର ଭାଇମାନେ ତୁମ୍ଭର ପ୍ରଶଂସା କରିବେ। ତୁମ୍ଭେ ତୁମ୍ଭର ଶତୃମାନଙ୍କୁ ପରାସ୍ତ କରିବ। ତୁମ୍ଭର ଭାଇମାନେ ତୁମ୍ଭକୁ ପ୍ରଣାମ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଯିହୁଦା, ତୁମ୍ଭର ଭାଇମାନେ ତୁମ୍ଭକୁ ପ୍ରଶଂସା କରିବେ; ତୁମ୍ଭର ହସ୍ତ ତୁମ୍ଭ ଶତ୍ରୁଗଣର ଗଳା ଉପରେ ରହିବ; ତୁମ୍ଭର ପିତୃସନ୍ତାନମାନେ ତୁମ୍ଭକୁ ପ୍ରଣାମ କରିବୋ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦା “ଯିହୁଦା, ତୁମ୍ଭର ଭାଇମାନେ ତୁମ୍ଭର ପ୍ରଶଂସା କରିବେ। ତୁମ୍ଭେ ତୁମ୍ଭର ଶତ୍ରୁମାନଙ୍କୁ ପରାସ୍ତ କରିବ। ତୁମ୍ଭର ଭାଇମାନେ ତୁମ୍ଭକୁ ପ୍ରଣାମ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଯିହୁଦା, ତୁମ୍ଭର ଭାଇମାନେ ତୁମ୍ଭକୁ ପ୍ରଶଂସା କରିବେ; ତୁମ୍ଭର ହସ୍ତ ତୁମ୍ଭ ଶତ୍ରୁଗଣର ଗଳା ଉପରେ ରହିବ; ତୁମ୍ଭର ପିତୃସନ୍ତାନମାନେ ତୁମ୍ଭକୁ ପ୍ରଣାମ କରିବେ।
Odia IRV 2017 (ଓଡିଆ ବାଇବେଲ)
ହେ ଯିହୁଦା, ତୁମ୍ଭର ଭାଇମାନେ ତୁମ୍ଭକୁ ପ୍ରଶଂସା କରିବେ; ତୁମ୍ଭର ହସ୍ତ ତୁମ୍ଭ ଶତ୍ରୁଗଣର ଗଳା ଉପରେ ରହିବ; ତୁମ୍ଭର ପିତୃସନ୍ତାନମାନେ ତୁମ୍ଭକୁ ପ୍ରଣାମ କରିବେ।