Genesis 49:9 — Compare Translations
5 translations compared side by side
Odia - 1840
"ଯିହୁଦା ଏକ ସିଂହ ପରି ଅଟେ। ହେ ମାହେର ପୁତ୍ର, ତୁମ୍ଭେ ତୁମ୍ଭର ଶିକାରକୁ ବଧ କରିଛ। ସେ ବିଶ୍ରାମ ନବୋ ପାଇଁ ଗଡ଼ିପଡେ। ସେ ସିଂହ ଓ ସିଂହୀର ନ୍ଯାଯ ଶଯନ କଲା। କହେି ତାହାକୁ ଉଠାଇ ପାରବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦା ସିଂହଶାବକ; ହେ ପୁତ୍ର, ତୁମ୍ଭେ ମୃଗ ବିଦାରଣରୁ ଉଠି ଆସିଲ; ସେ ନଇଁ ପଡ଼ିଲା, ସେ ସିଂହ ଓ ସିଂହୀର ନ୍ୟାୟ ଶୟନ କଲା, କିଏ ତାହାକୁ ଉଠାଇବ?
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦା ଏକ ସିଂହ ପରି ଅଟେ। ହେ ମୋହର ପୁତ୍ର, ତୁମ୍ଭେ ତୁମ୍ଭର ଶିକାରକୁ ବଧ କରିଛ। ସେ ବିଶ୍ରାମ ନେବା ପାଇଁ ଗଡ଼ିପଡ଼େ। ସେ ସିଂହ ଓ ସିଂହୀର ନ୍ୟାୟ ଶୟନ କଲା। କେହି ତାହାକୁ ଉଠାଇ ପାରବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୁଦା ସିଂହଶାବକ; ହେ ପୁତ୍ର, ତୁମ୍ଭେ ମୃଗ ବିଦାରଣରୁ ଉଠି ଆସିଲ; ସେ ନଇଁ ପଡ଼ିଲା, ସେ ସିଂହ ଓ ସିଂହୀର ନ୍ୟାୟ ଶୟନ କଲା, କିଏ ତାହାକୁ ଉଠାଇବ?
Odia IRV 2017 (ଓଡିଆ ବାଇବେଲ)
ଯିହୁଦା ସିଂହଶାବକ; ହେ ପୁତ୍ର, ତୁମ୍ଭେ ମୃଗ ବିଦାରଣରୁ ଉଠି ଆସିଲ; ସେ ନଇଁ ପଡ଼ିଲା, ସେ ସିଂହ ଓ ସିଂହୀର ନ୍ୟାୟ ଶୟନ କଲା, କିଏ ତାହାକୁ ଉଠାଇବ?