Genesis 5:1 — Compare Translations

5 translations compared side by side

Odia - 1840
"ଏହା ହେଉଛି ଆଦମଙ୍କର ବଂଶାବଳୀର ଇତିହାସ। ପରମେଶ୍ବର ତାଙ୍କ ସାଦୃଶ୍ଯ ରେ ମନୁଷ୍ଯକୁ ସୃଷ୍ଟି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଦମଙ୍କର ବଂଶାବଳୀର ବୃତ୍ତା; ଏହି । ଯେଉଁ ଦିନ ପରମେଶ୍ଵର ମନୁଷ୍ୟକୁ ସୃଷ୍ଟି କଲେ, ସେହି ଦିନ ପରମେଶ୍ଵରଙ୍କ ସାଦୃଶ୍ୟରେ ସେ ତାଙ୍କୁ ନିର୍ମାଣ କଲେ;
Odia Bible ERV 2004 (ପବିତ୍ର ବାଇବଲ)
ଆଦମର ବଂଶାବଳୀର ଇତିହାସ ଏହା ହେଉଛି ଆଦମର ବଂଶାବଳୀର ଇତିହାସ। ପରମେଶ୍ୱର ତାଙ୍କ ସାଦୃଶ୍ୟରେ ମନୁଷ୍ୟକୁ ସୃଷ୍ଟି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଦମଙ୍କର ବଂଶାବଳୀର ବୃତ୍ତାନ୍ତ ଏହି। ଯେଉଁ ଦିନ ପରମେଶ୍ୱର ମନୁଷ୍ୟକୁ ସୃଷ୍ଟି କଲେ, ସେହି ଦିନ ପରମେଶ୍ୱରଙ୍କ ସାଦୃଶ୍ୟରେ ସେ ତାଙ୍କୁ ନିର୍ମାଣ କଲେ;
Odia IRV 2017 (ଓଡିଆ ବାଇବେଲ)
ଆଦମଙ୍କର ବଂଶାବଳୀର ବୃତ୍ତାନ୍ତ ଏହି। ଯେଉଁ ଦିନ ପରମେଶ୍ୱର ମନୁଷ୍ୟକୁ ସୃଷ୍ଟି କଲେ, ସେହି ଦିନ ପରମେଶ୍ୱରଙ୍କ ସାଦୃଶ୍ୟରେ ସେ ତାଙ୍କୁ ନିର୍ମାଣ କଲେ;