Genesis 5:10 — Compare Translations

5 translations compared side by side

Odia - 1840
"କଯିନାନ୍ର ଜନ୍ମପରେ ଈନୋଶ 815 ବର୍ଷ ବଞ୍ଚିଲେ। ସହେି ସମୟ ମଧିଅରେ ତାଙ୍କର ଅନ୍ୟ ପୁତ୍ରକନ୍ଯାମାନ ଜନ୍ମ ହେଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି କୟିନାନର ଜନ୍ମ ଉତ୍ତାରେ ସେ ଆଠଶହ ପନ୍ଦର ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
Odia Bible ERV 2004 (ପବିତ୍ର ବାଇବଲ)
କୟିନାନର ଜନ୍ମ ପରେ ଈନୋଶ 815 ବର୍ଷ ବଞ୍ଚିଲା। ସେହି ସମୟ ମଧ୍ୟରେ ତାହାର ଅନ୍ୟ ପୁତ୍ରକନ୍ୟାମାନ ଜନ୍ମ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, କୟିନାନର ଜନ୍ମ ଉତ୍ତାରେ ସେ ଆଠ ଶହ ପନ୍ଦର ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
Odia IRV 2017 (ଓଡିଆ ବାଇବେଲ)
ପୁଣି, କୟିନାନର ଜନ୍ମ ଉତ୍ତାରେ ସେ ଆଠଶହ ପନ୍ଦର ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;