Genesis 5:12 — Compare Translations
5 translations compared side by side
Odia - 1840
"କଯିନାନ ସତୁରି ବର୍ଷ ବଯସ ରେ ତାଙ୍କର ଏକ ପୁତ୍ର ଜନ୍ମ କଲେ, ତାହାର ନାମ ମହଲଲଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୟିନାନ ସତୁରି ବର୍ଷ ବୟସରେ ମହଲଲେଲକୁ ଜାତ କଲା;
Odia Bible ERV 2004 (ପବିତ୍ର ବାଇବଲ)
କୟିନାନ ସତୁରି ବର୍ଷ ବୟସରେ ତା’ର ଏକ ପୁତ୍ର ଜନ୍ମ କଲା, ତାହାର ନାମ ମହଲଲେଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୟିନାନ ସତୁରି ବର୍ଷ ବୟସରେ ମହଲଲେଲକୁ ଜାତ କଲା;
Odia IRV 2017 (ଓଡିଆ ବାଇବେଲ)
କୟିନାନ ସତୁରି ବର୍ଷ ବୟସରେ ମହଲଲେଲକୁ ଜାତ କଲା;