Genesis 5:13 — Compare Translations

5 translations compared side by side

Odia - 1840
"ମହଲଲଲେ ଜନ୍ମ ନବୋପରେ କଯିନାନ 840 ବର୍ଷ ବଞ୍ଚିଲେ। ସହେି ସମୟ ମଧିଅରେ କଯିନାନଙ୍କର ଅନ୍ୟ ପୁତ୍ର ଓ କନ୍ଯାଗଣ ଜନ୍ମ ହେଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମହଲଲେଲ ଜନ୍ମିଲା ଉତ୍ତାରେ ସେ ଆଠଶହ ଚାଳିଶ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟାମାନଙ୍କୁ ଜାତ କଲା;
Odia Bible ERV 2004 (ପବିତ୍ର ବାଇବଲ)
ମହଲଲେଲ ଜନ୍ମ ହେବାପରେ କୟିନାନ 840 ବର୍ଷ ବଞ୍ଚିଲା। ସେହି ସମୟ ମଧ୍ୟରେ କୟିନାନର ଅନ୍ୟ ପୁତ୍ର ଓ କନ୍ୟାଗଣ ଜନ୍ମ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମହଲଲେଲ ଜନ୍ମିଲା ଉତ୍ତାରେ ସେ ଆଠ ଶହ ଚାଳିଶ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟାମାନଙ୍କୁ ଜାତ କଲା;
Odia IRV 2017 (ଓଡିଆ ବାଇବେଲ)
ମହଲଲେଲ ଜନ୍ମିଲା ଉତ୍ତାରେ ସେ ଆଠଶହ ଚାଳିଶ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟାମାନଙ୍କୁ ଜାତ କଲା;