Genesis 5:15 — Compare Translations

5 translations compared side by side

Odia - 1840
"ମହଲଲଲେ ପଞ୍ଚଷଠି ବର୍ଷ ବଯସ ରେ ଯରଦେ ନାମକ ଏକ ପୁତ୍ର ସନ୍ତାନ ଜନ୍ମ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମହଲଲେଲ ପଞ୍ଚଷଠି ବର୍ଷ ବୟସରେ ଯେରଦକୁ ଜାତ କଲା;
Odia Bible ERV 2004 (ପବିତ୍ର ବାଇବଲ)
ମହଲଲେଲ ପଞ୍ଚଷଠି ବର୍ଷ ବୟସରେ ଯେରଦ ନାମକ ଏକ ପୁତ୍ର ସନ୍ତାନ ଜନ୍ମ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମହଲଲେଲ ପଞ୍ଚଷଠି ବର୍ଷ ବୟସରେ ଯେରଦକୁ ଜାତ କଲା;
Odia IRV 2017 (ଓଡିଆ ବାଇବେଲ)
ମହଲଲେଲ ପଞ୍ଚଷଠି ବର୍ଷ ବୟସରେ ଯେରଦକୁ ଜାତ କଲା;