Genesis 5:16 — Compare Translations
5 translations compared side by side
Odia - 1840
"ଯରଦେ ଜନ୍ମ ହେଲାପରେ ମହଲଲଲେ 830 ବର୍ଷ ବଞ୍ଚିଲେ ଏବଂ ସହେି ସମୟରେ ସେ ଅନ୍ୟ ପୁତ୍ର ଓ କନ୍ଯାମାନଙ୍କୁ ଜନ୍ମ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେରଦ ଜନ୍ମିଲା ଉତ୍ତାରେ ସେ ଆଠଶହ ତିରିଶ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
Odia Bible ERV 2004 (ପବିତ୍ର ବାଇବଲ)
ଯେରଦ ଜନ୍ମ ହେଲା ପରେ ମହଲଲେଲ 830 ବର୍ଷ ବଞ୍ଚିଲା ଏବଂ ସେହି ସମୟରେ ସେ ଅନ୍ୟ ପୁତ୍ର ଓ କନ୍ୟାମାନଙ୍କୁ ଜନ୍ମ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେରଦ ଜନ୍ମିଲା ଉତ୍ତାରେ ସେ ଆଠ ଶହ ତିରିଶ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
Odia IRV 2017 (ଓଡିଆ ବାଇବେଲ)
ଯେରଦ ଜନ୍ମିଲା ଉତ୍ତାରେ ସେ ଆଠଶହ ତିରିଶ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;